Posted inଖେଳ

ଫଟୋ ଛାଡି ଟ୍ରୋଲ୍‌ ହେଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ ପେସର ମହମ୍ମଦ ଶାମିଙ୍କ ସହ ବିବାଦ ପରେ ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାଁ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି ଏବଂ କ୍ରମାଗତ ଭାବରେ ତାଙ୍କ ଫଟୋ ଶେୟାର କରୁଛନ୍ତି। ନିକଟରେ ଏକ କଳା ପୋଷାକ ପିନ୍ଧି ସୋସିଆଲ ମିଡିଆରେ ସେ ଏକ ଫଟୋ ଶେୟାର କରିଥିଲେ। ପରେ କିଛି ଲୋକ ତାଙ୍କୁ ଧର୍ମ ନାମରେ ଟାର୍ଗେଟ କରିଥିଲେ। ଜଣେ ମଡେଲ ଥିବା ହସିନ ପୂର୍ବରୁ ରାମ ମନ୍ଦିର ସମ୍ବନ୍ଧୀୟ ଏକ ପୋଷ୍ଟରେ ବଳାତ୍କାର ଧମକ ପାଇଥିଲେ, ଯାହା ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ହସିନ ଜାହାଁ ଇନଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରିଥିଲେ, କିଛି ଲୋକ ଏହାକୁ ପସନ୍ଦ କରି ନ ଥିଲେ। ହସିନ ମୁସଲମାନ ସମ୍ପଦାୟର ହୋଇଥିବାରୁ ଏଭଳି ପୋଷାକ ପିନ୍ଧିବା ଉଚିତ୍‌ ନୁହେଁ ବୋଲି ୟୁଜର୍ସ ମତ ଦେଇଥିଲେ।
ହସିନ ଜାହାନ ମଡେଲିଂ କରନ୍ତି। ସେ ଭାରତୀୟ ଷ୍ଟାର୍‌ ବୋଲର୍‌ ମହମ୍ମଦ ଶାମିଙ୍କୁ ବିବାହ କରିଥିଲେ। ଉଭୟଙ୍କର ଏକ ଝିଅ ମଧ୍ୟ ଅଛି। ଶାମି ଏବଂ ତାଙ୍କ ପରିବାର ବିରୋଧରେ ହସିନ ନିର୍ଯାତନା ଅଭିଯୋଗ ଆଣିଥିଲେ। ଏବେ କୋର୍ଟରେ ମାମଲା ଚାଲିଛି।

 हसीन जहां ने इंस्टाग्राम पर अपनी एक तस्वीर शेयर की तो कुछ लोगों को यह पसंद नहीं आया. उनकी इस तस्वरीर पर धर्म को लेकर कुछ ने कमेंट किए. हालांकि बहुत से यूजर्स को उनका अंदाज काफी पसंद आया. (Instagram)

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri