Posted inଖେଳ

ସୋସିଆଲ ମିଡିଆରେ ଫଟୋ ଶେୟାର କଲେ ଏହି କ୍ରିକେଟରଙ୍କ ସ୍ତ୍ରୀ, ଲୋକେ କହିଲେ…

ଟିମ୍‌ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ ନତାଶା ଆଜିକାଲି ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ନତାଶା ପୁଅ ଅଗସ୍ତ୍ୟର ଫଟୋ ଏବେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ପୁଅକୁ ମାତ୍ର ୨ ମାସ ହୋଇଛି। ଏହି ଖୁସିରେ ନତାଶା ପୁଅର ଫଟୋ ଶେୟାର କରି ଫ୍ୟାନ୍‌ମାନଙ୍କୁ ଜଣାଇଛନ୍ତି। ଫଟୋ ଦେଖି ଲୋକେ ମଧ୍ୟ ବିଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି। କିଛି ଲୋକ ଅଗସ୍ତ୍ୟ ଅବିକଳ ହାର୍ଦ୍ଦିକଙ୍କ ପରି ହୋଇଥିବା ଲେଖିଛନ୍ତି। କେହି କେହି ଜୁନିଅର ହାର୍ଦ୍ଦିକ ମଧ୍ୟ ଲେଖିଛନ୍ତି।


ହାର୍ଦ୍ଦିକ ଏବଂ ନତାଶାଙ୍କ ପୁଅ ଅଗସ୍ତ୍ୟର ‌୩୦ ଜୁଲାଇ ୨୦୨୦ରେ ଜନ୍ମ। ହାର୍ଦ୍ଦିକ ଏବେ ୟୁଏଇରେ ଆଇପିଏଲ୍‌ ଖେଳରେ ବ୍ୟସ୍ତଥିବା ବେଳେ ନତାଶା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅଧିକାଂଶ ସମୟ ପୁଅର ଫଟୋ ଶେୟାର କରି ନତାଶା ପ୍ରଶଂସକଙ୍କ ସହ ଜଡ଼ିତ ହୋଇ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri