ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର ମୁଖ୍ୟ ଚେମେଲିୟନ ଇମାନୁଏଲ ଆନିବେତାଳୁଙ୍କୁ ନଭେମ୍ବର ୧ରେ ଦିଲ୍ଲୀ ପୋଲିସ ଗିରଫ କରିଥିଲା । ଏବେ ଦିଲ୍ଲୀ ପୋଲିସ ସହ କ୍ରାଇମବ୍ରାଞ୍ଚ ଯୋଗାଯୋଗ କରିଛି । ବେଙ୍ଗାଲୁରୁରୁ ଅଭିଯୁକ୍ତକୁ ଧରିବା ପାଇଁ ଦିଲ୍ଲୀ ପୋଲିସ ସହ କ୍ରାଇମବ୍ରାଞ୍ଚ ଯୋଗାଯୋଗରେ ଅଛି । ଦିଲ୍ଲୀ ସାଇବର ୟୁନିଟ ସହ ଯୋଗାଯୋଗ କରିବା ପରେ କ୍ରାଇମବ୍ରାଞ୍ଚ ଟିମ ବାଙ୍ଗାଲୋର ଯିବ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ବୁଧବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ...

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ସକାଳ ୯ଟାରୁ ମାଡି ଆସୁଛି ପ୍ରଚଣ୍ଡ ଖରା। ଦେହ ମୁଣ୍ଡ ପୋଡି ଜଳିଯାଉଛି। କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା ଥିବାରୁ ଲଡ୍‌କଡାଉନ କଟକଣା ପାଇଁ ଲୋକମାନେ...

୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତାରୁ ବଞ୍ଚିତ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଜନଜାତି ମାନ୍ୟତା ପ୍ରସଙ୍ଗରେ ରାଜ୍ୟ ସରକାର ସହଯୋଗ କରୁନାହାନ୍ତି। ଏଥିଯୋଗୁ ରାଜ୍ୟର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି। ରବିବାର ଭାଜପା ରାଜ୍ୟ...

ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ପ୍ରଦର୍ଶନ କିପରି ଥିଲା ସେ ନେଇ ରବିବାର ଦଳୀୟ କାର୍ଯ୍ୟାଳୟଠାରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକ...

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ...

ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨...

ରାଜଧାନୀରେ ଗଡ଼ିବନି ରଥ, ଇସ୍କନ୍‌ରେ ଭିନ୍ନ ବ୍ୟବସ୍ଥା

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସବୁଠାରୁ ବଡ଼ ପର୍ବ। ପ୍ରତିବର୍ଷ ଏହି...

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ...

Advertisement
Archives

Model This Week