ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର ମୁଖ୍ୟ ଚେମେଲିୟନ ଇମାନୁଏଲ ଆନିବେତାଳୁଙ୍କୁ ନଭେମ୍ବର ୧ରେ ଦିଲ୍ଲୀ ପୋଲିସ ଗିରଫ କରିଥିଲା । ଏବେ ଦିଲ୍ଲୀ ପୋଲିସ ସହ କ୍ରାଇମବ୍ରାଞ୍ଚ ଯୋଗାଯୋଗ କରିଛି । ବେଙ୍ଗାଲୁରୁରୁ ଅଭିଯୁକ୍ତକୁ ଧରିବା ପାଇଁ ଦିଲ୍ଲୀ ପୋଲିସ ସହ କ୍ରାଇମବ୍ରାଞ୍ଚ ଯୋଗାଯୋଗରେ ଅଛି । ଦିଲ୍ଲୀ ସାଇବର ୟୁନିଟ ସହ ଯୋଗାଯୋଗ କରିବା ପରେ କ୍ରାଇମବ୍ରାଞ୍ଚ ଟିମ ବାଙ୍ଗାଲୋର ଯିବ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ବୁଧବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri