ବିଦ୍ୟାଭାରତୀଙ୍କୁ ଜେରା ନ କରି ଫେରିଗଲା କ୍ରାଇମବ୍ରାଞ୍ଚ ଟିମ୍‌

ବାରିପଦା ଅଫିସ,୩ା୯: ବହୁଚର୍ଚ୍ଚିତ ଏଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଗୁରୁବାର କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କୁ ତନାଘନା ଜେରା କରିଥିଲା। ପ୍ରାୟ ସାଢ଼େ ୬ ଘଣ୍ଟାରେ ୭୦ ପ୍ରଶ୍ନ ପଚାରିଥିଲା ଟିମ୍‌। ଆଜି ପୁଣି ଥରେ ବିଦ୍ୟାଭାରତୀ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ ହେବେ ବୋଲି ଶୁଣିବାକୁ ମିଳିଥିଲା। କିନ୍ତୁ ଶୁକ୍ରବାର ସକାଳେ କ୍ରାଇମବ୍ରାଞ୍ଚ ଟିମ୍‌ ଫେରି ଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଷ୍ଟୋରରୁ ଚୋରି ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଚୋରି ଘଟଣାରେ ପୋଲିସ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ...

ଲୁଟ୍‌ର ଶିକାର ହେଉଛନ୍ତି ଫାଇନାନ୍ସ କର୍ମଚାରୀ

ଛତ୍ରପୁର,୮ା୮(ଡି.ଏନ.ଏ)-ବିଭିନ୍ନ ସମୟରେ ମାଇକ୍ରୋ ଫାଇନାନ୍ସ କମ୍ପାନୀର କର୍ମଚାରୀମାନେ ନିକଟସ୍ଥ ବ୍ୟାଙ୍କକୁ ଟଙ୍କା ନେଇ ଗଲାବେଳେ ଲୁଟର ଶିକାର ହେଉଥିବା ନ ନଜିର ରହିଛି ା କମ୍ପାନୀ...

ସରିଲା ଖରାଛୁଟି, ସ୍କୁଲ ଆସିଲେ ପିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଖରାଛୁଟି ସରିଥିବାରୁ ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ୍‌ ଖୋଲିଛି। ୧୧ ଦିନ ପରେ ଆଜି ସ୍କୁଲ ଆସିଛନ୍ତି...

ବରା-ସାଇକେଲ ଦୋକାନୀ ମାରପିଟ, ମାମଲା ଥାନାରେ

କୁଆଁରମୁଣ୍ଡା,୧।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଚେକ୍‌ଗେଟ୍‌ ନିକଟରେ ବରା ଓ ସାଇକେଲ ଦୋକାନୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏନେଇ ସାଇକେଲ ଦୋକାନୀ ରାଫେଲ...

ଅଜଣା ରୋଗପୋକରୁ ଉଜୁଡ଼ିବ ଫସଲ

ସମ୍ବଲପୁର,୧୭ା୧୦(ବ୍ୟୁରୋ): ଧାନକେଣ୍ଡା ବାହାରି କ୍ଷୀର ଢୋକିବା ସମୟ ଚାଷୀଙ୍କୁ ବେଶ୍‌ ଖୁସି ଆଣିଦେଇଥାଏ। ବିଲରେ ଧାନ କେଣ୍ଡା ବାହାରୁଥିବା ଫସଲକୁ ଦେଖି ସେ ତା’ର ସବୁ...

ଖତଖାଉଛି ଏଲ୍‌ଆଇ ପଏଣ୍ଟ

ପାରଳାଖେମୁଣ୍ଡି,୨୫ା୧୨(ଡି.ଏନ୍‌.ଏ.):  ଗଜପତି ଜିଲାରେ ଉଠା ଜଳସେଚନ ବିଭାଗର ବେପରୁଆ ପଣର ବହୁ ଦୃଷ୍ଟାନ୍ତ ଦେଖିବାକୁ ମିଳୁଥିବା ବେଳେ ଏହାର ନମୂନା ଗୋଷାଣୀ ବ୍ଲକ ଜଙ୍ଗଲପାଡୁ ଗ୍ରାମଠାରେ...

୧୬ ଦିନ ଭେଣ୍ଟିଲେଟରରେ ବିରୋଧୀ ଦଳ ନେତା:ଡାକ୍ତରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନାରେ ସଂକ୍ରମିତ ହୋଇ ଗତ ୧୬ ଦିନ ହେବ ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାଏକ ଭୁବନେଶ୍ୱର ଏମ୍ସରେ...

ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର...

Advertisement
Archives

Model This Week