ସୌମ୍ୟ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଟିମ୍‌ର ତନାଘନା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ ଜାରି ରହିଛି। ତେବେ ଏହି ମାମଲାରେ ଗୁରୁବାର ସୌମ୍ୟଙ୍କ ଘରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି ପଚରାଉଚରା କରୁଥିବା ଜଣାପଡିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚିଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ଗତ ବର୍ଷ ଜାନୁୟାରୀ ୩୦ତାରିଖରେ ସୌମ୍ୟ ରଞ୍ଜନ ପାଣିଗ୍ରାହୀ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ସୌମ୍ୟଙ୍କ ପରବାର ଲୋକେ ଫେବୃୟାରୀ ୨ରେ ଇନଫୋସିଟି ଥାନାରେ ଅଭିଯୋଗ କରିଥିଲେ। ହେଲେ ପୋଲିସ ଘଟଣାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁ ନ ଥିବା ଦର୍ଶାଇ ପରିବାର ଲୋକେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri