Posted inଜାତୀୟ

ଡାକ୍ତର ହତ୍ୟାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ୍‌

କୋଲାମ, ୧୩ା୫ (ପି.ଟି.): କେରଳ କୋଲାମ ଜିଲାର ୨୩ ବର୍ଷୀୟା ମହିଳା ଡାକ୍ତର ବନ୍ଦନା ଦାସଙ୍କୁ ଚିକିତ୍ସାଧୀନ ରୋଗୀ ହତ୍ୟା କରିବା ଘଟଣାର ତଦନ୍ତ ଦାୟିତ୍ୱ ଜିଲା କ୍ରାଇମ ବ୍ରାଞ୍ଚ୍‌ ନେଇଛି। ଆଜିଜିଆ ମେଡିକାଲ କଲେଜ ହସ୍ପିଟାଲର ହାଉସ ସର୍ଜନ ବନ୍ଦନା ତାଙ୍କ ପ୍ରଶିକ୍ଷଣର ଅଂଶ ସ୍ବରୂପ କୋଟ୍ଟରାକାରା ତାଲୁକ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ। ବୁଧବାର ଭୋର ସମୟରେ ପୋଲିସ ଆଣିଥିବା ଜଣେ ଅଭିଯୁକ୍ତଙ୍କୁ ବନ୍ଦନା ଚିକିତ୍ସା କରୁଥିବାବେଳେ ସେ ତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ। ଡାକ୍ତରଙ୍କୁ ହତ୍ୟା ବ୍ୟବସ୍ଥାଗତ ବିଫଳତାର ପରିଣାମ ବୋଲି ଗୁରୁବାର କେରଳ ହାଇକୋର୍ଟ କହିଥିଲେ। ଅଭିଯୁକ୍ତ ଜି. ସନ୍ଦୀପ ପେସାରେ ଜଣେ ଶିକ୍ଷକ। ତାଙ୍କୁ ବିଚାର ବିଭାଗୀୟ ହାଜତରେ ରଖାଯାଇଥିବାବେଳେ ଜିଲା କ୍ରାଇମ ବ୍ରାଞ୍ଚ ତଦନ୍ତ ଦାୟିତ୍ୱ ନେଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri