ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ରବିବାର ଗୁଳିମାଡ଼ ହୋଇଛି। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।  ସେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଗୁଳିମାଡ଼ ଘଟଣାକୁ ନିନ୍ଦା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ନବ ଦାସଙ୍କୁ ଗୁଳିମାଡ଼ ଦୁର୍ଭାଗ୍ୟଜନକ। ଏହାକୁ ନେଇ ମୁଁ ସ୍ତମ୍ଭୀଭୂତ।

ଆକ୍ରମଣକାରୀ ଜଣଙ୍କ ଗାନ୍ଧିଛକ ଫାଣ୍ଡିର ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ। ଫୁଲମାଳ ପିନ୍ଧାଇ ସ୍ବାଗତ କରିବା ପରେ ଗୋପାଳକୃଷ୍ଣ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ବ୍ରଜରାଜନଗରର ଏକ ସାଧାରଣ ସଭାରେ ଯୋଗ ଦେବାକୁ ଯାଇଥିବା ବେଳେ ଏହି ଗୁଳିମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଝାରସୁଗୁଡ଼ାରେ ଡିଏଚ୍‌ଏଚ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ବର ଏୟାରଲିଫ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri