ଜଳୁଥିବା ଦୀପର ସଳିତାକୁ ଚାଳରେ ପକାଇଲା କାଉ, ଚାହୁଁଚାହୁଁ ଜଳିଗଲା ୩୬ ବଖରା

ସୋରଡ଼ା,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଧେତାପଲ୍ଲୀ ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ ପରିବାରର ୩୬ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ଠାକୁରଙ୍କ ପାଇଁ ଲାଗିଥିବା ଦୀପର ସଳିତାକୁ କାଉ ନେଇ ଚାଳରେ ପକାଇ ଦେବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଖବରପାଇ ସୋରଡ଼ାର ଅଗ୍ନିଶମ କର୍ମଚାରୀ ୨ଟି ଗାଡ଼ିସହ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ତହସିଲ ପକ୍ଷରୁ ରାଜସ୍ବ ନିରୀକ୍ଷକ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri