ଅଳ୍ପ ବର୍ଷାରେ ଧୋଇଗଲା କଲଭର୍ଟ

କୁଡୁମୁଲୁଗୁମ୍ମା,୧୦।୭(ଡି.ଏନ.ଏ.): ମାଲାକନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ଅଣ୍ଡ୍ରdହଲ ପଞ୍ଚୟତଠାରୁ ଅନକାଡେଲିକୁ ସଂଯୋଗ କରୁଥିବା କାତାଙ୍ଗଗୁଡା କଲଭର୍ଟ୍‌ଟି ଅଳ୍ପ ବର୍ଷା ରେ ମଧ୍ୟ କ୍ଷତି ହୋଇଛି। ଏହା ଧୋଇ ହୋଇଯିବାରୁ ଅଣ୍ଡ୍ରାହଲଠାରୁ ଅନକାଡେଲିକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ନିମ୍ନମାନର କାମ ହୋଇଥିବାରୁ ଅଳ୍ପ ବର୍ଷାରେ ମଧ୍ୟ କଲଭର୍ଟ ଭୁଶୁଡି ପଡିଲା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri