ଲକି ଡ୍ର ଜରିଆରେ ଇ-ସ୍କୁଟର ଜିତିଲେ ଗ୍ରାହକ

ଭୁବନେଶ୍ୱର,୧୪।୫: ଲାଲଚାନ୍ଦ୍‌ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍‌ ପକ୍ଷରୁ ନିକଟରେ ଏକ ମେଗା ଲକି ଡ୍ର ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲକି ଡ୍ର ଜରିଆରେ ୩ ଭାଗ୍ୟଶାଳୀ ବିଜେତା ଭାବେ ବ୍ରହ୍ମପୁରର ପୂର୍ଣ୍ଣବାସୀ ହୋତା, ଜେ. ସନ୍ତୋଷ ରାଓ ଏବଂ ମାଲକାନଗିରିର ଇପାରୀ ସୁବର୍ଣ୍ଣମାଳା ପାତ୍ର ଇ-ସ୍କୁଟର ଜିତିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ବ୍ରହ୍ମପୁର ଧର୍ମନଗର ନିକଟସ୍ଥ ଶୁଭମ୍‌ ସେଲିବ୍ରେସନ୍‌ସଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେତାଙ୍କ ନାମ ଘୋଷଣା ସହ ପୁରସ୍କାର ପ୍ରଦାନ କରିଛନ୍ତି।
ଏ ସମ୍ପର୍କରେ ଲାଲଚାନ୍ଦ୍‌ ଜୁଏଲର୍ସର ପ୍ରତିଷ୍ଠାତା ଅଧ୍ୟକ୍ଷ ସଞ୍ଜୟ ହଂସ କହିଛନ୍ତି, ଗତ ଏକ ବର୍ଷ ମଧ୍ୟରେ ବ୍ରହ୍ମପୁରବାସୀ ଲାଲଚାନ୍ଦ୍‌ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍‌ ପ୍ରତି ଯଥେଷ୍ଟ ଭରସା ଦେଖାଇଥିବାରୁ ଆମେ ସେମାନଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରୁଛୁ। ଏପରିକି ଉକ୍ତ ଶୋ’ରୁମ୍‌ର ପ୍ରଥମ ବାର୍ଷିକୀ ଉତ୍ସବ ଅବସରରେ ଲାଲଚାନ୍ଦ୍‌ ପକ୍ଷରୁ ଆୟୋଜିତ ମେଗା ଲକି ଡ୍ର’ରେ ଇ-ସ୍କୁଟର ଜିତିଥିବା ଭାଗ୍ୟଶାଳୀ ଗ୍ରାହକଙ୍କୁ ଶୁଭେଚ୍ଛା ଜଣାଉଛୁ। ବିଶେଷକରି ଲାଲଚାନ୍ଦ୍‌ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍‌ରେ ଆମେ ବିଭିନ୍ନ ଡିଜାଇନ୍‌ର ଅଳଙ୍କାର ସବୁବର୍ଗର ଗ୍ରାହକମାନଙ୍କ ପାଇଁ ଉପଲବ୍ଧ କରାଇପାରିଛୁ। ସେହିଭଳି ଆଗାମୀ ଦିନରେ ମଧ୍ୟ ଏହିପରି ଅନେକ ଆକର୍ଷଣୀୟ ଅଫର ଆଣିବା ପାଇଁ ଲାଲଚାନ୍ଦ୍‌ ଜୁଏଲର୍ସ ପ୍ରୟାସ ଜାରି ରଖିବ ବୋଲି ସେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri