ଟ୍ରକ ଚକା ତଳେ ପଶିଗଲେ ସାଇକେଲ ଚାଳକ

କେନ୍ଦୁଝର,୨୭ା୧୨(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ବନାଯୋଡ଼ି ଗ୍ରାମ ନିକଟରେ ଏନ୍‌ଏଚ୍‌ ୨୦ରେ ରବିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରକ ଚକା ତଳେ ଜଣେ ସାଇକେଲ ଚାଳକ ପଶି ଯାଇଥିଲେ। ସୌଭାଗ୍ୟବଶତଃ ନିଶ୍ଚିତ ମୃତ୍ୟୁ ମୁଖରୁ ସେ ବଞ୍ଚି ଯାଇଛନ୍ତି। ତେବେ ଗୁରୁତର ହୋଇଥିବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଟ୍ରକ ଜବତ କରି ତଦନ୍ତ କରୁଛି।
ସୂଚନାଯୋଗ୍ୟ, ଆହତ ସାଇକେଲ ଚାଳକ ଜଣକ ହେଉଛନ୍ତି ସ୍ଥାନୀୟ ପୁଟଳ ଗ୍ରାମର ମହୁର ମହାରଣା (୩୩) ବୋଲି ଜଣାପଡ଼ିଛି। ସେ ଜିିଲା ମୁଖ୍ୟ ଡାକ୍ତରଖାନାର ଅସ୍ଥିିଶଲ୍ୟ ବିଭାଗରେ ଚିକିତ୍ସାଧୀନ ଅଛନ୍ତି। ଉକ୍ତ ଗ୍ରାମ ନିକଟରେ ସୂଚନାଫଳକ ନ ଥିବାରୁ ଗ୍ରାମରୁ ରାସ୍ତାକୁ ବାହାରୁ ଥିବା ଲୋକମାନେ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri