ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍‌ ଦେଇ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ଥିବାରୁ ଏବେଠାରୁ ସତର୍କ ହୋଇଛି ଜିଲା ପ୍ରଶାସନ। ବାତ୍ୟା ପ୍ରଭାବରେ ଦୁଇ ଦିନ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବ। ତେଣୁ ପରିସ୍ଥିତିର ମୁକାବିଲା ପାଇଁ ଜିଲାର ସମସ୍ତ ତହସିଲଦାର, ବିଡିଓଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ।

ସେ କହିଛନ୍ତି, “ଅବପାତର ପ୍ରଭାବରେ ଜିଲାରେ ଆଜିଠାରୁ ୫୦ରୁ ୬୦ କିଲୋମିଟର ଏବଂ ରବିବାର ୭୦ରୁ ୮୦ କିଲୋମିଟର ବେଗର ପବନ ବହିବ। ଏଥିସହ ରବିବାରଠାରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତଳିଆ ଅଞ୍ଚଳ ଲୋକମାନଙ୍କୁ ନିରାପଦ ସ୍ଥାନକୁ ଚାଲିଯିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri