ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୪ ଘଣ୍ଟାରେ ବର୍ଷା

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ପାଖାପାଖି ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବୁଧବାର ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର।


Enter your email to get our daily news in your inbox.

All Right Reserved By Dharitri.Com

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ଦୁର୍ବଳ ହୋଇ ମଧ୍ୟପ୍ରଦେଶ ଅତିକ୍ରମ କରି ଯାଇଛି। ତେବେ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ...

ଟୋକନ ମିଳୁନି, ଚାଷୀ ବିକି ପାରୁନି ଧାନ

ଉମରକୋଟ, ୧୧।୨ (ଡି.ଏନ୍‌.ଏ.)- ଅନଲାଇନ ଧାନ କିଣା ବ୍ୟବସ୍ଥାରେ ଫସିଲେ ଚାଷୀ । ପୂର୍ବରୁ ରେଜିଷ୍ଟ୍ରେଶନ କରିବା ଅନୁସାରେ ମଣ୍ଡିରେ ଯେତେ ପରିମାଣରେ ଧାନ କିଣିବା...

କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ

ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍‌ଡାଉନ୍‌ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର...

କାଦୁଅରେ ଫସିଗଲା ଆମ୍ବୁଲାନ୍ସ

ନୟାଗଡ ଅଫିସ/ ଦଶପଲ୍ଲା, ୭ା୩ (ଡି.ଏନ୍‌.ଏ.): ଜଣେ ଗର୍ଭବତୀଙ୍କୁ ନେଇ ନୟାଗଡ ଜିଲାର ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ ଆସୁଥିଲା ୧୦୮ ଆମ୍ବୁଲାନ୍ସ । ବାଟରେ...

ଶେଷ ହେଉନି ଶୋଷ ସଂଘର୍ଷ

ଛେଣ୍ଡିପଦା,୧୦ା୪(ସ୍ବ.ପ୍ର.) ନଦୀକୂଳିଆ ଗାଁ । କୂଅ ଅଛି। ନଳକୂଅ ବସାଯାଇଛି। ପାଇପ୍‌ ପାଣି ପାଇଁ ସରକାରଙ୍କ ତରଫରୁ ପ୍ରକଳ୍ପ ମଧ୍ୟ କରାଯାଇଛି। ତଥାପି ଶୋଷ ମେଣ୍ଟାଇବାକୁ...

ଏସ୍‌ଟିଏଫ୍‌ ଉପରକୁ ଗୋଚାଲାଣକାରୀଙ୍କ ଗୁଳିମାଡ଼

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ଦେଇ ପ୍ରତିଦିନ ପଶ୍ଚିମବଙ୍ଗକୁ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏସ୍‌ଟିଏଫ୍‌ ଟିମ୍‌...

ବମିଖାଲ ଅଞ୍ଚଳର ବୋଲି ଫେରାଇଦେଲା ହସ୍ପିଟାଲ, ଚାଲିଗଲା ଜୀବନ

ଭୁବନେଶ୍ୱର,୩।୫(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମଧ୍ୟ ଲୋକେ ଏହି ଅଞ୍ଚଳ ନଁା ଶୁଣିଲେ ଭୟ କରୁଛନ୍ତି। ଏପରିକି...

CORONAVIRUS UPDATE: ରାଜ୍ୟରେ ଆଉ ୪୮ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା

ଭୁବନେଶ୍ୱର,୧୫ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ...

Advertisement
Archives

Model This Week