ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର,୨।୫(ବ୍ୟୁରୋ): ବ୍ରଜରାଜନଗରରେ ସ୍ଥଗିତ ଥିବା ଉପନିର୍ବାଚନ ମେ’୩୧ରେ ହେବ। ଏ ନେଇ  ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ପାଇଁ ମେ’୪ରେ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବ। ମେ’୧୧ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ଓ  ୧୨ରେ ନାମାଙ୍କନ ଯାଞ୍ଚ କରାଯିବ। ସେହିପରି ୧୭ ପର୍ଯ୍ୟନ୍ତ ପ୍ରାର୍ଥୀ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ।   ମେ’ ୩୧ରେ ଭୋଟ ଗ୍ରହଣ  ସହ  ଫଳାଫଳ ଜୁନ୍‌ ୩ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?