ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ ଅନୁଷ୍ଠିତ ହେବ ନିର୍ବାଚନ । ତେବେ ଆଜିଠୁ ଲାଗୁ ହୋଇଛି ନିର୍ବାଚନ ଆଚରଣ ବିଧି । ଏଥର କିନ୍ତୁ ଦୁଇ ପୌର ମହାନଗର ରାଉରକେଲା ଓ ସମ୍ବଲପୁରରେ ହେବନି ପୌର ନିର୍ବାଚନ। ସେହିଭଳି ପୁରୀ ମ୍ୟୁନିସପାଲଟିରେ ମଧ୍ୟ ନିର୍ବାଚନ ହେବନି ବୋଲି ସୂଚନା ରହିଛି ନିର୍ବାଚନ ନେଇ ଫେବୃୟାରୀ ୨୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୨ରୁ ୭ ଯାଏ ନାମାଙ୍କନ ଦାଖଲ ହେବ ଏବଂ ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ତେବେ ମାର୍ଚ୍ଚ ୨୬ରେ ଭୋଟ ଗଣତି ହେବ ବୋଲି ସୂଚନା ଦେଇଛନ୍ତି ନିର୍ବାଚନ କମିଶନ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri