Posted inଜାତୀୟ

ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି ତାରିଖ

ନୂଆଦିଲ୍ଲୀ ୧୮।୦୪: ମହାନଦୀ ଜଳ ବିବାଦ ଶୁଣାଣି ତାରିଖ ଘୁଞ୍ଚିଛି । ପୂର୍ବରୁ ଏପ୍ରିଲ ୩୦ରେ ହେବାକୁ ଥିବା ଶୁଣାଣି ନିଷ୍ପତ୍ତିକୁ ଘୁଞ୍ଚାଇ ଦିଆଯାଇଛି। ମେ ୧୪ ପୂର୍ବାହ୍ନ୧୧ଟାରେ ଶୁଣାଣି ନେଇ ସମୟ ଧାର୍ଯ୍ୟ ହୋଇଛି । ମହାନଦୀ ଜଳ ବିବାଦକୁ ନେଇ ଟ୍ରିବ୍ୟୁନାଲ ପକ୍ଷରୁ ସୋମବାର ନୋଟିସ ଜରିଆରେ ଏହି ସୂଚନା ଦିଆଯାଇଛି।
ପୂର୍ବରୁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଚାଲିଥିବା ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩୦ରେ ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା । ଏହି ବିବାଦ ନେଇ ଉଭୟ ଛତିଶଗଡ଼ ଏବଂ ଓଡ଼ିଶାଙ୍କୁ ନିଜ ନିଜ ପ୍ରମାଣ ସମ୍ବନ୍ଧିତ ସତ୍ୟପାଠ ଏପ୍ରିଲ ୨୩ ସୁଦ୍ଧା ଦାଖଲ କରିବା ପାଇଁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଗାଈ ଅସୁସ୍ଥ: ଚିକିତ୍ସା ପାଇଁ ୭ ଡାକ୍ତରଙ୍କୁ ନିର୍ଦ୍ଦେଶ

ଫତେହପୁର,୧୨।୬: ଉତ୍ତରପ୍ରେଦଶ ଫତେହପୁର ଜିଲାପାଳ ଅପୂର୍ବ ଦୁବେଙ୍କ ଗାଈ ଅସୁସ୍ଥ ହୋଇପଡିଛି। ଅସୁସ୍ଥ ଗାଈର ଯତ୍ନ ନେବା ପାଇଁ ଜିଲ୍ଲାପାଳ ୭ ଜଣ ସରକାରୀ ଡାକ୍ତରଙ୍କୁ...

ଜିମ୍‌ରେ ପ୍ରେମିକାଙ୍କ ସହ ଧରାପଡିଲେ ସ୍ବାମୀ: ସ୍ତ୍ରୀ କଲେ ଏମିତି କାମ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ଭୋପାଳରେ ଏକ ରୋଚକ ଘଟଣା ଘଟିଛି। ଏଠାରେସ୍ବାମୀ, ତାଙ୍କ ଗର୍ଲଫ୍ରେଣ୍ଡ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାର ଭିଡିଓ ଭାଇରାଲ ହେବାରେ ଲାଗିଛି।...

କଂଗ୍ରେସକୁ ଝଟ୍‌କା ଦେବାକୁ ଶିନ୍ଦେଙ୍କ ମନ୍ତ୍ରୀଙ୍କ ଯୋଜନା…

ମୁମ୍ବାଇ,୨୨।୮ : ମହାରାଷ୍ଟ୍ରର କୃଷି ମନ୍ତ୍ରୀ ଅବଦୁଲ ସତାର ନାନ୍ଦେଡରେ କଂଗ୍ରେସ ଭେଟେରାନ ଅଶୋକ ଚୌହ୍ବାନଙ୍କ ସହ ଏକ ରୁଦ୍ଧ ଦ୍ୱାରା ଆଲୋଚନା କରିଛନ୍ତି। ରବିବାର...

ଏକ୍‌ଜିଟ୍‌ ପୋଲ୍‌କୁ ଦେଖି ବିଚଳିତ ନ ହୋଇ ଫଳାଫଳକୁ ଅପେକ୍ଷା ରଖନ୍ତୁ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଫଳଫଳ ଘୋଷଣା ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଛି। ଏପଟେ ଗଣମାଧ୍ୟମର ଏକ୍‌ଜିଟ୍‌ ପୋଲ୍‌...

ଜି୨୦ ସମ୍ମିଳନୀରେ ଚାଇନା ପ୍ରତିନିଧିଙ୍କ ଅଂଶଗ୍ରହଣକୁ ତିବ୍ବତୀୟଙ୍କ ବିରୋଧ

ନୂଆଦିଲ୍ଲୀ,୮।୯: ଜି୨୦ ସମ୍ମିଳନୀରେ ଚାଇନା ପ୍ରତିନିଧିଙ୍କ ଅଂଶଗ୍ରହଣକୁ ବିରୋଧ କରାଯାଇଛି। ଶୁକ୍ରବାର ଉତ୍ତର ଦିଲ୍ଲୀର ମଞ୍ଜୁକା ତିଲାଠାରେ ତିବ୍ବତୀୟ ଯୁବ କଂଗ୍ରେସ ପକ୍ଷରୁ ଏହି ବିକ୍ଷୋଭ...

ଜଙ୍ଗଲ ସୁରକ୍ଷା ନାଁରେ ପିଲାଙ୍କୁ ବ୍ୟବହାର ଅଭିଯୋଗ: ଆଦିତ୍ୟଙ୍କ ନାଁରେ ମାମଲା ରୁଜୁ ନୋଟିସ

ମୁମ୍ବାଇ,୧୧।୭: ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଏନ୍‌ସିପିସିଆର) ସୋମବାର ମୁମ୍ବାଇ ପୋଲିସକୁ ଶିବସେନା ନେତା ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ଅନୁରୋଧ...

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ରବିବାର ବିଧାୟକଙ୍କ ବୈଠକ

ଡେରାଡୁନ,୧୯।୩: ଉତ୍ତରାଖଣ୍ଡ ଭାଜପା ବିଧାୟକ ଦଳର ବୈଠକ ମାର୍ଚ୍ଚ ୨୦ରେ ଅନୁଷ୍ଠିତ ହେବ। ଏହି ବୈଠକରେ ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ହେବ। ବିଧାନସଭା ନିର୍ବାଚନର...

ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନ ବର୍ତ୍ତମାନ ସମୟର ଭଗତ ସିଂ: କେଜରିୱାଲ

ନୂଆଦିଲ୍ଲୀ,୧୬ ।୧୦: ଦିଲ୍ଲୀ ଅବକାରୀ ନୀତିରେ ହୋଇଥିବା କଥିତ ଘୋଟାଲା ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସମନ ଜାରି କରାଯିବା ପରେ ଏହାକୁ ନେଇ ପ୍ରତିକ୍ରିୟା...

Advertisement
Archives

Model This Week