ବିମାନବନ୍ଦର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କଲେ ଡିସିପି

ଭୁବନେଶ୍ୱର,୯।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ଶୁକ୍ରବାର ଭୁବନେଶ୍ବରରେ ଖେଳାଳି ପହଞ୍ଚିବେ। ତେବେ ଖେଳାଳି ଆସିବା ପୂର୍ବରୁ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥାର କଡାକଡି ଯାଞ୍ଚ କରିଛନ୍ତି କମିଶନରେଟ ପୋଲିସ। ଭୁବନେଶ୍ୱର ଡିସିପି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ସହ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ସେନେଇ ରୁଟ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏୟାରପୋର୍ଟ ଅଥରିଟିଙ୍କ ସହ ଡିସିପି ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀ, ସିଆଇଏସଏଫର ଅଧିକାରୀମାନେ ଉପସ୍ଥିତ ଥିଲେ। ଅନ୍ୟପଟେ, ଗହଳିକୁ ଆଖି ଆଗରେ ରଖି ବ୍ୟାରିକେଡ ବ୍ୟବସ୍ଥା କରାଯିବା ସହ ସୁରକ୍ଷା ବ୍ୟବସ୍ଥାରେ ସମୁଦାୟ ୨୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri