ଘରେ ଝୁଲୁଛି ମୃତଦେହ, ଚଟାଣରେ ଲେଖାହୋଇଛି ଆମେ ବିଷ ପିଇଛୁ

ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ପରସ୍ପର ଏକାଠି ପ୍ରଥମେ ବିଷ ପିଇବା ପରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପାରିପାର୍ଶ୍ୱିକ ପରିସ୍ଥିତିରୁ ଜଣାପଡୁଛି।

ଢେଙ୍କାନାଳ ଜିଲା ସଦରଥାନା କାଙ୍କଡ଼ପାଳ ଗାଁରେ। ଚଟାଣରେ ଆମେ ବିଷ ପିଇଛୁ ବୋଲି ମଧ୍ୟ ଲେଖାଯାଇଛି। ତେବେ, ଏହି ଦମ୍ପତି ଋଣ ଭାର ସହି ନ ପାରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ମୃତ ଦମ୍ପତି ହେଲେ ବିଶିକେଶନ ସାହୁ ଓ ସ୍ତ୍ରୀ ମାମା ସାହୁ । ଦମ୍ପତିଙ୍କର ବିବାହ ପ୍ରାୟ ୧୫ ବର୍ଷ ହେବ ଓ ତାଙ୍କର ଗୋଟିଏ ୧୪ବର୍ଷର ପୁଅ ମଧ୍ୟ ରହିଛି । ଘରର ଉପର ମହଲା ଛାତର ଏକ ପରିତ୍ୟକ୍ତ ଘରେ ଉଭୟେ ଆତ୍ମହତ୍ୟା କରିଛନ୍ତି। ଖବରପାଇ ଘଟଣାସ୍ଥଳରେ ସଦରଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri