ପୋତାଗଡ଼ ନିକଟରେ ହରିଣ ମୃତଦେହ

ଗଞ୍ଜାମ,୨୮ା୫(ଡି.ଏନ୍‌.ଏ.): ଗଞ୍ଜାମ ସହର ପୋତାଗଡ଼ ନିକଟରୁ ଏକ ହରିଣର ମୃତଦେହ ଜବତ କରାଯାଇଛି। ହରିଣଟି ପୋତାଗଡ଼ ଉପରୁ ତଳକୁ ଲମ୍ଫ ମାରିଥିବାରୁ ମୁହଁରେ ଆଘାତ ଲାଗି ଛଟପଟ ହେଉଥିବା ବେଳେ କିଛି ଯୁବକ ହରିଣକୁ ଦେଖି ପାଣି ସିଞ୍ଚି ତା’ ଜୀବନ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ମାତ୍ର କିଛି ସମୟ ମଧ୍ୟରେ ହରିଣଟିର ମୃତ୍ୟୁ ହୋଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତ ହରିଣର ବ୍ୟବଚ୍ଛେଦ କରାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri