ଘର ବାରଣ୍ଡାରୁ ମିଳିଲା ଶିଶୁକନ୍ୟାର ମୃତଦେହ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ଗ୍ରାମରେ ଜଣେ ପାଞ୍ଚ ବର୍ଷ ଶିଶୁକନ୍ୟାର ମୃତଦେହ ଘର ବାରଣ୍ଡାରୁ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଶିଶୁକନ୍ୟା ଜଣକ ହେଲେ ସୋନୁ ମୁଣ୍ଡାଙ୍କ ଝିଅ। ପାଟିରୁ ରକ୍ତ ବାହାରୁ ଥିବା ଅବସ୍ଥାରେ ଶୁକ୍ରବାର ପୋଲିସ ଏହି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ଏହି ଘଟଣାରେ ପରିବାର ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରି ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଅନ୍ୟଦିଗ ପ୍ରତି ଧ୍ୟାନ ଦେଇ ଏହାର କାରଣ ଖୋଜୁଛି। ଟାଉନ ଥାନା ଇନ୍‌ଚାର୍ଯ୍ୟ ଅମିତ କୁମାର ଭୂୟାଁ କହିଛନ୍ତି, ଶିଶୁକନ୍ୟାକୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ଗୁରୁବାର ରାତିରେ ଏହି ଘଟଣା ଘଟିଥିବା ବେଳେ ଆଜି ମୃତଦେହ ଉଦ୍ଧାର କରାଯାଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?