ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ। ତାଙ୍କ ନାଁ ଅନନ୍ୟା ଚକ୍ରବର୍ତ୍ତୀ। ସେ ପଶ୍ଚିମବଙ୍ଗର ହୋଇଥିବା ବେଳେ ସିଡିଏ ସେକ୍ଟର-୯ରେ ଭଡ଼ାରେ ରହୁଥିଲେ। ତେବେ ତାଙ୍କ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ, ହାରିଲା ଗୁଜରାଟ

ବେଙ୍ଗାଲୁରୁ, ୨୪।୪- ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ନିକଟରୁ ୫ ଉଇକେଟରେ ପରାଜିତ ହୋଇଛି। ଗୁଜରାଟ ୨୦…

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ,…

ସୀମାରେ ହଠାତ୍‌ ଅନ୍ଧାର: ପଞ୍ଜାବରୁ କଶ୍ମୀର ପର୍ଯ୍ୟନ୍ତ ‘ବ୍ଲାକ୍‌ଆଉଟ୍‌’ ହାଇ ଆଲର୍ଟ, ରାତି ୧୦ଟାରେ ସାବଧାନ…!

ଚଣ୍ଡିଗଡ଼/ଶ୍ରୀନଗର,୨୪।୪: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଶୁକ୍ରବାର ରାତିରେ ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରର ସମସ୍ତ ଜିଲାରେ ‘ସିଭିଲ ଡିଫେନ୍ସ ଏୟାର୍‌ ରେଡ୍‌/ବ୍ଲାକଆଉଟ୍‌’ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

କୁଶପଡାରେ କ୍ରିକେଟ ଟୁର୍ନାମେଣ୍ଟ:   ମହାମାୟୀ ଟିମ୍ ଚାମ୍ପିୟନ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ଖେଳପଡିଆ ଠାରେ ଚାଲିଥିବା ଶ୍ରୀ ସିଦ୍ଧି ବିନାୟକ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ…

ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ…

୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri