ରାସ୍ତାକଡ଼ରୁ ବୃଦ୍ଧଙ୍କ ମୃତଦେହ ଜବତ

ମୋରଡ଼ା,୨୦ା୯(ସ୍ମାରକୀ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ପୁରୁଣାପାଣି-ଗଡ଼ିଗାଁ ରାସ୍ତାର ଟିଆଁସି ନିକଟ ରାସ୍ତାକଡ଼ରେ ବୁଧବାର ଅପରାହ୍ନରେ ଜନୈକ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ମୋରଡ଼ା ଥାନା ଓ ଚିତ୍ରଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରିଥିବା ଜଣାପଡ଼ିଛି। ତେବେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମୃତ ବୃଦ୍ଧଙ୍କ ପରିଚୟ ମିଳିପାରି ନ ଥିବା ବେଳେ ପୋଲିସର ତଦନ୍ତ ଜାରି ରହିଥିବା ଜଣାପଡ଼ିଛି। ତେବେ ମୃତ ବୃଦ୍ଧ ଜଣକ କିଏ ଏବଂ ବୃଦ୍ଧଙ୍କ ମୃତ୍ୟୁ ସ୍ବାଭାବିକ ନା ଅସ୍ବାଭାବିକ ତାହା ପୋଲିସ ତଦନ୍ତ ଓ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri