କମାରଶାଳରୁ ମିଳିଲା ଯୁବକଙ୍କ ମୃତଦେହ

ହିଞ୍ଜିଳିକାଟୁ,୨୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର ନିକଟ କମାରଶାଳରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହିଞ୍ଜିଳିକାଟୁ ପାଟଣାସାହିର ନିରଞ୍ଜନ ମୂଳି(୩୦)।
ସୋମବାର ରାତିରେ ନିରଞ୍ଜନ ଘରକୁ ଯାଇ ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରି ମଧ୍ୟ ତାଙ୍କୁ ପାଇ ନ ଥିଲେ। ମଙ୍ଗଳବାର ସକାଳେ ଆହାରକେନ୍ଦ୍ର ନିକଟ ଏକ କମାରଶାଳରୁ ତାଙ୍କର ମୃତଦେହ ଠାବ କରାଯାଇଛି। ହିଞ୍ଜିଳି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି। ଏ ନେଇ ଥାନାରେ କେସ ନଂ. ୩୦/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri