ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ

ବଲାଙ୍ଗୀର ଅଫିସ, ୧୧।୯- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ସେହି ଗାଁର କୁମ୍ଭାର ଗଳିରେ ରହୁଥିବା ସୁରେଶ ଭୁଏ (୪୫) । ମୃତକଙ୍କ ପରିବାର ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି। ସଦର ଥାନା ପୋଲିସ ଟିମ ସହ ଏସ୍‌ଡିପିଓ ତୁଫାନ ବାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଯୁବକଙ୍କ ମୃତଦେହ ଉପରେ ବାଉଁଶ ଚlଳ ଓ ଲମ୍ବା ବାଉଁଶ ପଡ଼ିଛି । ପାରିପାର୍ଶିକ ସ୍ଥିତିକୁ ଅନୁଧ୍ୟାନ କଲେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri