କୁକୁଡ଼ା ଫାର୍ମରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଟଡିହୀ,୨୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ବଡ଼ରମ୍ପାସ ଗ୍ରାମଠାରୁ ଅନତି ଦୂରରେ ଅବସ୍ଥିତ କେନାଲ ନିକଟ ଏକ କୁକୁଡ଼ା ଫାର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି l ମୃତକଙ୍କ ବୟସ ପ୍ରାୟ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛ। ବୁଧବାର ମଧ୍ୟାହ୍ନରେ କୁକୁଡ଼ା ଫାର୍ମ ମାଲିକ କୁକୁଡ଼ା ଫାର୍ମକୁ ଯାଇଥିଲେ। ଯୁବକଙ୍କ ମୃତଦେହ ଦେଖି ନନ୍ଦିପଦା ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଯୁବକଙ୍କ ପେଟରେ ବିଦ୍ୟୁତ୍‌ତାର ଲାଗି କିଛି ଅଂଶ ପୋଡ଼ିଯାଇଥିବା ଏବଂ ପାଟିରୁ ରକ୍ତ ବାହାରିଥିବା ଦେଖାଯାଇଛି। କୁକୁଡ଼ା ଚୋରି କରିବାକୁ ଯାଇ ବିଦ୍ୟୁତତାର ସଂସ୍ପର୍ଶ ଆସି ବ୍ୟକ୍ତି ଜଣଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର…

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri