ସବୁଠୁ ଘାତକ ସମୟ

୨ରେ ପାଲେଷ୍ଟିନୀୟ ଟିଭି ଚ୍ୟାନେଲ ପାଇଁ କାମ କରୁଥିବା ମୋହମେଦ୍‌ ଅବୁ ହତାବ୍‌ ଓ ତାଙ୍କ ପରିବାରର ୧୧ ସଦସ୍ୟଙ୍କୁ ଦକ୍ଷିଣ ଗାଜାର ଖାନ୍‌ ୟୁନିସ୍‌ ସହରରେ ବୋମାମାଡ଼ କରି ହତ୍ୟା କରାଯାଇଥିଲା।
୧୩ରେ ରଏଟର୍ସ ଖବରଦାତା ଇସାମ୍‌ ଅବ୍‌ଦାଲହଙ୍କୁ ଇସ୍ରାଏଲ ସୀମାରେ ଆଇଡିଏଫ୍‌ ସୈନ୍ୟ ଟାର୍ଗେଟ କରି ହତ୍ୟା କରିଥିବା ଗଣମାଧ୍ୟମ ଜଗୁଆଳି ସଂସ୍ଥା ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ ତଦନ୍ତରୁ ଜାଣିବାକୁ ପାଇଥିଲା।
ଇସ୍ରାଏଲୀ ସେନା ଲେଖିଥିବା ଏକ ପତ୍ରରେ ଉଲ୍ଲେଖ କରିଛି ଯେ, ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲର ସାମରିକ ଅଭିଯାନକୁ ନାଗରିକ ଓ ଖବରଦାତାଙ୍କ ନିକଟକୁ ଟାଣିନେଇଥିବାରୁ ରିପୋର୍ଟରମାନଙ୍କ ସୁରକ୍ଷା ଗ୍ୟାରେଣ୍ଟି ଦିଆଯାଇପାରିବ ନାହିଁ।
ଯୁଦ୍ଧର ଟ୍ରାକିଂ କରୁଥିବା ସିପିଜେ କହିଛି, ସଦ୍ୟ ସଂଘର୍ଷର ପ୍ରଥମ କିଛି ସପ୍ତାହ ଅନେକ ଦଶନ୍ଧି ଭିତରେ ଖବରଦାତାମାନଙ୍କ ପାଇଁ ସବୁଠୁ ଘାତକ ସମୟ।
ଆପରାଧିକ ଅଦାଲତ (ଆଇସିସି) ପାଲେଷ୍ଟିନୀୟ ଖବରଦାତାମାନଙ୍କ ମୃତ୍ୟୁର ତଦନ୍ତ କରିବା ଉଚିତ। ଯୁଦ୍ଧ ଆରମ୍ଭରୁ ଗାଜାରେ ୫୦ ଗଣମାଧ୍ୟମ ସଂସ୍ଥା ଅଫିସକୁ ଟାର୍ଗେଟ କରାଯାଇଥିବା ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ ପକ୍ଷରୁ ଦାବି କରାଯାଇଛି।
ଆଇସିସିର ୧୨୩ ସଦସ୍ୟ ରାଷ୍ଟ୍ର ମଧ୍ୟରେ ନ ଥିବା ଇସ୍ରାଏଲ କହିଛି, ଏହି ଯୁଦ୍ଧକୁ ନେଇ ତଦନ୍ତ କରିବା ଆଇସିସିର କ୍ଷମତା ପରିସରଭୁକ୍ତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri