ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତ ବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧିକୁ ବୁଧବାର ବଢାଇ ଦିଆଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ଦ୍ଦେଶ ମୁତାବକ, ୧୨ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଫର୍ମ ପୂରଣ କରିପାରିବେ। ମେ ୩ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଛାତ୍ରୀଛାତ୍ରମାନେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri