ବାଘଛାଲ, ହାତୀ ଦାନ୍ତ ବିକ୍ରି ପାଇଁ ଚାଲିଥିଲା ଡିଲ୍‌: ପହଞ୍ଚିଲା ଏସ୍‌ଟିଏଫ୍‌

ଦେବଗଡ଼,୭।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ନିକଟସ୍ଥ ୪୯.ଜାତୀୟ ରାଜପଥରୁ ଏକ କଲରା ପତରିଆ ବାଘ ଛାଲ, ଏକ ହାତୀ ଦାନ୍ତ ଏବଂ ୧ କେଜି ୭୭୦ ଗ୍ରାମର ବଜ୍ରକାପ୍ତା କାତି ଜବତ ହୋଇଛି। ଏହ ସହ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଦେବଗଡ଼ ଥାନା ବରଘାଟ ଗ୍ରାମର ମଦନ ଜୟପୁରିଆ। ରାଜପଥରେ ଡିଲ୍‌ ଚାଲିଥିବା ବେଳେ ଏସ୍‌ଟିଏଫ ଏବଂ ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା । ତେବେ ଏହି ଘଟଣାରେ କେଉଁମାନେ ସାମିଲ ଅଛନ୍ତି ସେ ନେଇ ଅଧିକ ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ତାଳସଜ ଦେଉଛି ରୋଜଗାର

ମାଲକାନଗିରି,୨୫।୪ (ଡି.ଏନ.ଏ.): ଖରାଦିନେ ଥଣ୍ଡା ପାନୀୟର ରହିଛି ଅନେକ ଚାହିଦା। ପ୍ରଚଣ୍ଡ ଗ୍ରୀଷ୍ମତାପରୁ ଟିକେ ଆଶ୍ୱସ୍ଥ ପାଇବା ଲାଗି ଲୋକେ ପଇଡ, ବିଭିନ୍ନ କମ୍ପାନୀର ଥଣ୍ଡା ପାନୀୟକୁ...

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର...

ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ୨ ସ୍ବାଧୀନ ପ୍ରାର୍ଥୀ

ଗଞ୍ଜାମ,୧୪।୩(ଡି.ଏନ୍‌.ଏ.): ଆଗାମୀ ୨୪ ତାରିଖରେ ପୌରନିର୍ବାଚନ ହେବ। ଏ ନେଇ ଗଞ୍ଜାମ ଏନ୍‌ଏସିରେ ଚୂଡାନ୍ତ ପାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାର...

ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି।...

ଷ୍ଟାମ୍ପ କାଳିରୁ ସଂକ୍ରମଣ

ଢେଙ୍କାନାଳ ଅଫିସ, ୬ା୮ ବିମାନ ବନ୍ଦରର ଷ୍ଟାମ୍ପ କାଳି ପାଇଁ ହାତରେ ସୃଷ୍ଟି ହୋଇଛି ଗୁରୁତର ସଂକ୍ରମଣ। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ କାଲ୍‌ଟ୍ୟାକ୍ସ ଅଞ୍ଚଳର...

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ନାବାଳିକାଙ୍କ ଜୀବନ

ପାରଳାଖେମୁଣ୍ଡି:୧୪।୩: ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡିଠାରୁ ୫କି.ମି କିମି ଦୂର କତଲକଇଠା ଗ୍ରାମରେ ରବିବାର ଏକ ବେସରକାରୀ ସଂସ୍ଥାର ଆମ୍ବୁଲାନ୍ସ ଗାଡି ଧକ୍କାରେ ଜଣେ ନାବାଳିକାଙ୍କ...

ବର୍ଷକୁ କୋଟିଏ ବଞ୍ଚାନ୍ତା ଗୋଟିଏ କେନ୍ଦ୍ର

ବଇଣ୍ଡା,୧୫ା୪: ଗାଁ ଗିଳିଦେଉଛି ନିଆଁ। ପ୍ରତିବର୍ଷ ପୋଡ଼ି ଛାରଖାର କରିଦେଉଛି କୋଟି କୋଟି ଟଙ୍କାର ସମ୍ପତ୍ତି। ଏହି ବଡ଼ ବିପତ୍ତିରୁ ୨୦ ପଞ୍ଚାୟତବାସୀଙ୍କୁ ବଞ୍ଚାଇବା ପାଇଁ...

ଶହେ ଟଙ୍କା ନ ଦେବାରୁ ଜଳ ଯୋଗାଣ ବନ୍ଦ

କୋରୁକୋଣ୍ଡା,୪ା୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତପାରି-୩ ପଞ୍ଚାୟତର ଏମ୍‌ଭି ୧୦୪ ଗ୍ରାମର ତଳସାହି (ନାଡିଲାଇନ)ରେ ଜଳ ଯୋଗାଣ ଟଙ୍କା ନ ଦେବାକୁ ବନ୍ଦ...

Advertisement
Archives

Model This Week