ସାତକୋଶିଆରେ ହାତୀଛୁଆର ମୃତ୍ୟୁ

ଅନୁଗୋଳ ଅଫିସ,୨୮।୬: ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ କୁଶଖଲି
ଜଙ୍ଗଲରେ ମଙ୍ଗଳବାର ଏକ ହାତୀଛୁଆର ମୃତ୍ୟୁ ହୋଇଛି। ତେବେ ସେହି ମୃତ ହାତୀର ବୟସ ୩ରୁ ୪ ବର୍ଷ ହୋଇଥିବା ଅନୁମାନ କରାଯାଉଛି।
ସୂଚନାନୁସାରେ, ହାତୀ ଛୁଆଟି ରକ୍ତହୀନତାର ଶିକାର ହୋଇଥିଲା। ଏଥିପାଇଁ ବନ ବିଭାଗ ପକ୍ଷରୁ ହାତୀ ଛୁଆଟିର ସୋମବାରଠୁ ଚିକିତ୍ସା ଆରମ୍ଭ କରାଯାଇଥିଲା। ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ହାତୀ ଛୁଆର ମୃତ୍ୟୁ ହୋଇଛି। ଏ ନେଇ ଡିଏଫ୍‌ଓ ସରୋଜ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ୪୫୦ କୋଟି କୃଷିଋଣ

କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ...

ଚାରି ମାସ ହେଲା ଶଯ୍ୟାଶାୟୀ କାଳିଆ

ଲାଠୋର, ୭ା୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଘାସିଦାସ ପଡ଼ାର କାଳିଆ ସୁନା (୬୦)। ତାଙ୍କ ଅଣ୍ଟା ତଳ ଖଞ୍ଜା ହାଡ଼ ଅଚଳ ହୋଇପଡିଛି।...

ଆନ୍ଧ୍ରକୁ ବାଲି ଚୋରା ଚାଲାଣ: ୧୯ ଟ୍ରକ୍‌କୁ ଧରିଲା ପୋଲିସ

ଛତ୍ରପୁର,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ନଦୀରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ ବେଳେ ମଧ୍ୟରାତିରେ ୧୯ଟି ବାଲି ବୋଝେଇ ଟ୍ରକ୍‌କୁ ପୋଲିସ ଜବତ କରିଛିି। ନିୟମିତ...

ଜରାଳି, ସରାଳୀ ନଦୀର ଜଳପତନ ବୃଦ୍ଧି: ଘରେ ପଶିଲା ବନ୍ୟାଜଳ

ବାରିପଦା ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ବାରିପଦା ସହରର ବିଭିନ୍ନ ସ୍ଥାନରେ ବନ୍ୟା ଜଳ ପ୍ରବେଶ କରିଛି । ମଙ୍ଗଳବାର...

ତ୍ୱରାନ୍ବିତ ହେବ ରାୟଗଡ଼ା ରେଳ ଡିଭିଜନ୍‌ ନିର୍ମାଣ

ରାୟଗଡ଼ା ଅଫିସ,୨୨ା୧୧: ରେଳ ଡିଭିଜନ୍‌ ନିର୍ମାଣ ପାଇଁ ରାୟଗଡ଼ା ଜିଲା ବାସିନ୍ଦା ସ୍ବପ୍ନ ଦେଖୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ ଏବେ ରେଲ୍‌ଓ୍ବେ ପକ୍ଷରୁ ନିର୍ମାଣ...

ନୂଆ ସଂସ୍କୃତି ଆପଣାଅ: ବେଦାନ୍ତ

ଯାଜପୁର ଅଫିସ,୯ା୮(ହର୍ଷବର୍ଦ୍ଧନ ବେହେରା): ଅର୍ଥ ବଳରେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ହାତରେ ରଖି କିଭଳି ଲୋକଙ୍କୁ ଦମନ କରାଯାଇପାରୁଛି ତାହାର ପଦ୍ଧତି ନିକଟରେ ବେଦାନ୍ତ କମ୍ପାନୀର...

ଗଞ୍ଜାମରେ ଆଜିଠୁ ଧାନକିଣା

ଛତ୍ରପୁର,୧୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନ ସଂଗ୍ରହ ଶୁକ୍ରବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଜିଲାକୁ ୩୬ ଲକ୍ଷ ୭୪ ହଜାର ୩୮ କୁଇଣ୍ଟାଲ ଧାନ...

୪୮ ଘଣ୍ଟା ଭଦ୍ରକ ସଟ୍‌ ଡାଉନ୍‌

ଭଦ୍ରକ ଅଫିସ,୩।୪ – ଭଦ୍ରକ ପୌରାଞ୍ଚଳ ତଥା ପାଖ ଗ୍ରାମାଞ୍ଚଳ ମାନଙ୍କରେ ଶୁକ୍ରବାର ରାତି ୮ରୁ ରବିବାର ରାତି ୮ ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ...

Advertisement
Archives

Model This Week