କରୋନାରେ ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୩।୭-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରୁ ଅବସର ନେବା ପରେ ଜଣେ ସହକାରୀ ଯନ୍ତ୍ରୀ କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ଥିଲେ। ଗୁରୁବାର ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ହେଲେ କୈଳାସ ଚନ୍ଦ୍ର ନାୟକ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମତ୍ୟୁ ହୋଇଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର କହିଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୃତ ସହକାରୀ ଯନ୍ତ୍ରୀଙ୍କୁ କୋଭିଡ୍‌ ଯୋଦ୍ଧା ଘୋଷଣା କରିବା ସହ ତାଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କ ପରିବାର ବର୍ଗଙ୍କୁ ମଧ୍ୟ ଶୋକ ବାର୍ତ୍ତାରେ ସମବେଦନା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ-୧୯:ବର୍ଲିନ ଫର୍ମୁଲା ଇ ଗ୍ରାଁ ପ୍ରି ଘୁଞ୍ଚିଲା

ପ୍ୟାରିସ,୧୭।୪(ଏଏଫ୍‌ପି): କୋଭିଡ-୧୯ ମହମାରୀ କାରଣରୁ ବର୍ଲିନ ଫର୍ମୁଲା ଇ ଗ୍ରାଁ ପ୍ରିକୁ ସ୍ଥଗିତ ରଖାଯାଇଛି। ଏହା ଜୁନ୍‌ ୨୧ ତାରିଖରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା।...

ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ...

ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ...

କ୍ରଶର ମିଲ୍‌ ହଟାଇବାକୁ ଉପଜିଲାପାଳଙ୍କୁ ଦାବିପତ୍ର ଦାବିପୂରଣ ନ ହେଲେ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର-ଲାଠି ମୁଖ୍ୟରାସ୍ତା ପାର୍ଶ୍ୱରେ ଚାଲୁ ରହିଥିବା କ୍ରଶର ମିଲ ସମ୍ପୂର୍ଣ୍ଣ ବେଆଇନ ା ଏହାକୁ ତୁରନ୍ତ ହଟାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଏ...

ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର...

ଡବ୍ଲ୍ୟୁଏଚ୍‌ଓର ନେତୃତ୍ୱ ନେବ ଭାରତ

ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍‌ଓ...

ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ...

ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର...

Advertisement


Archives

Model This Week

Why Dharitri