କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ବଡଭାଇଙ୍କ ମୃତ୍ୟୁ ଖବର ଶୁଣି ବୈଦ୍ୟନାଥ କୁଏତରୁ ଦିଲ୍ଲୀ ଆସିବା ପରେ ବମ୍ବେସ୍ଥିତ ବାସଭବନରେ ରହିଯାଇଥିଲେ। ସେଠାରେ ସେ ଅସୁସ୍ଥ ହୋଇପଡିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ। ପରେ ସେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା। କିଛି ଦିନ ଚିକିତ୍ସା ପରେ ଯୁବ ବୈଜ୍ଞାନିକ ବୈଦ୍ୟନାଥ ସୁସ୍ଥ ହୋଇ ଦୁଇଦିନ ତଳେ ଭେଣ୍ଟିଲେଟରରୁ ବାହାରିଥିଲେ। ହଠାତ୍‌ ବୈଦ୍ୟନାଥଙ୍କ ଦେହ ଶୁକ୍ରବାର ଅସୁସ୍ଥ ହୋଇପଡିଥିଲା ା ତାଙ୍କର ମୃତ୍ୟୁ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri