ଉତ୍ସବରେ ଟଳିପଡ଼ିଲେ ପୂର୍ବତନ ସରପଞ୍ଚ

ମାର୍ଶାଘାଇ,୧୦।୩ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମଣିକୁଣ୍ଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ସରୋଜକାନ୍ତ ଚୌଧୁରୀ (୭୬)ଙ୍କ ହୃଦ୍‌ଘାତରେ ପରଲୋକ ଘଟିଛି। ଶନିବାର ମାର୍ଶାଘାଇ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଚାଲିଥିବା ଜେଜେ ମା’ ଜେଜେବାପା ଉତ୍ସବରେ ସେ ଚେୟାରରେ ବସିଥିବା ବେଳେ ଟଳି ପଡ଼ିଥିଲେ। ତାଙ୍କୁ ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚୌଧୁରୀ ମାର୍ଶାଘାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପୂର୍ବତନ ସମ୍ପାଦକ ଥିଲେ। କଣକଷଟି ଗାଁ ଶ୍ମଶାନରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା। ବଡ଼ ପୁଅ ଅନୁପମ ମୁଖାଗ୍ନି ଦେଇଥିଲେ। ତାଙ୍କ ବିୟୋଗରେ କ୍ଷୀରୋଦ ରଥ, ପ୍ରଦୀପ୍ତ ରଥ, ପ୍ରମୋଦ ଚୌଧୁରୀ, ଅକ୍ଷୟ ରଥ, କୃତିବାସ ରଥ, ପୂର୍ବତନ ସମ୍ପାଦକ ଅଧ୍ୟାପକ ସୁକାନ୍ତ କୁମାର ପ୍ରଧାନ ଓ ମଧୁସୂଦନ ବେହେରା ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri