ଗୁରୁ କେଳୁଚରଣ ମହାମାତ୍ରଙ୍କ ଧର୍ମପତ୍ନୀଙ୍କ ବିୟୋଗ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତିରେ ତାଙ୍କ ବାସଭବନରେ ପରଲୋକ ଘଟିଛି। ଗତକିଛି ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ସରକାର’: ଜାରି ହେଲା ଗାଇଡ୍‌ଲାଇନ : ଘରୋଇ ଢାଞ୍ଚାରେ ଚାଲିବ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ...

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର...

ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍‌ରେ ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ...

୫-ଟି ଉପରେ ସମୀକ୍ଷା କଲେ ସଚିବ

ଫୁଲବାଣୀ ଅଫିସ, ୧୨ା୧୦- ସରକାର ଏବେ ୫-ଟି (ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌ ଲିମିଟ୍‌, ଟ୍ରାନ୍ସଫର୍ମେଶନ ଓ ଟ୍ରାନ୍ସପରେନ୍ସି) ଉପରେ ଗୁରୁତ୍ୱ ଦେଉଛନ୍ତି। ଏହା କିପରି...

କାଠପୋଲ ଛଡା ଆଉ ବାଟ ନାହିଁ

ପାରଳାଖେମୁଣ୍ଡି,୨୬।୧୧(ଡି.ଏନ୍‌.ଏ.): ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଗଜପତି ଜିଲା ରାୟଗଡ଼ ବ୍ଲକ ଜଳଙ୍ଗ ପଞ୍ଚାୟତର ଡୁମ୍ବା ଗାଁ ଅବହେଲିତ। ଗମନାଗମନ ପାଇଁ ଗାଁକୁ ରାସ୍ତା...

କରୋନା ଆତଙ୍କ: ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ମଧ୍ୟ ଏହା ଚିହ୍ନଟ ହୋଇସାରିଛି। କରୋନାର ମୁକାବିଲା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ...

୩୧ ପର୍ଯ୍ୟନ୍ତ ଇଞ୍ଜିନିୟରିଂ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ...

ରାଜ୍ୟରୁ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

Advertisement
Archives

Model This Week