ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିବା ସହ ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ରାଜ୍ୟପାଳ ଏବଂ ତାଙ୍କ ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ପୁଣି ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ଫୁଲବାଣୀ ଅଫିସ, ୮ା୭-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତ କିହାଲଗୁଡ଼ା ଜଙ୍ଗଲ କ୍ଲାଉଡଙ୍ଗା ଅଞ୍ଚଳରେ ଗତ ଶନିବାର ବିଳମ୍ବିତ ରାତିରେ ପୋଲିସ ଗୁଳିରେ ୪...

ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ

ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ...

୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ

ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ...

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା...

ଲାଞ୍ଚନେଇ ଫରେଷ୍ଟ ଗାର୍ଡ ଗିରଫ

ସମ୍ବଲପୁର,୪ା୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ...

ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ...

ବଢ଼ିବ ବିଧାୟକଙ୍କ ଦରମା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ବିଧାୟକମାନଙ୍କର ଦରମା, ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଗଠିତ କମିଟି ଆସନ୍ତା ୨୪ ତାରିଖରେ ହେବାକୁ ଥିବା...

ଜବରଦଖଲ, ବେଆଇନ ପାର୍କିଂ: ବଡ଼ଦାଣ୍ଡ ସଙ୍କୁଚିତ

ପୁରୀ ଅଫିସ,୧୩।୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ଲାଗି ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିପାଇଁ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ସିଂହଦ୍ୱାରକୁ...

Advertisement
Archives

Model This Week