Posted inଖେଳ

ଅଲିମ୍ପିକ ଚାମ୍ପିୟନଙ୍କ ପରଲୋକ

ଓ୍ବାଶିଂଟନ, ୧୪ା୧୦ (ଏପି)-ହେଲ୍‌ସିଙ୍କି ଅଲିମ୍ପିକ୍ସ ୧୯୫୨ରେ ୪୦୦ ମିଟର ହର୍ଡଲ୍ସ ଚାମ୍ପିୟନ ଚାର୍ଲି ମୁର୍‌ଙ୍କର ପରଲୋକ ଘଟିଛି। ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ମୁରେ ପାନ୍‌କ୍ରିଆଟିକ୍‌ କ୍ୟାନସର ରୋଗରେ ପୀଡ଼ିତ ଥିଲେ। ସେ ସେତେବେଳେ କ୍ୱାର୍ଟରଫାଇନାଲରେ ୫୦.୮ ସେକେଣ୍ଡ ଟାଇମିଂରେ ଅଲିମ୍ପିକ ରେକର୍ଡ କରିଥିଲେ। ମୁର୍‌ ଆହୁରି ମଧ୍ୟ ହେଲସିଙ୍କିରେ ଯୁକ୍ତରାଷ୍ଟ୍ର ଆମେରିକା ୧,୬୦୦ ମିଟର ରିଲେ ଟିମ୍‌ରେ ରୌପ୍ୟ ଜିତିଥିଲେ। ଅଲିମ୍ପିକ୍ସ ପରେ ସେ ଲଣ୍ଡନଠାରେ ଅନୁଷ୍ଠିତ ବ୍ରିଟିଶ ଏମ୍ପାୟର ଗେମ୍ସ ୪୪୦ ହର୍ଡଲ୍ସରେ ୫୧.୬ ସେକେଣ୍ଡ ଟାଇମିଂରେ ଏକ ବିଶ୍ୱ ରେକର୍ଡ ପ୍ରତିଷ୍ଠା କରିଥିଲେ। ୧୯୭୮ରେ ତାଙ୍କ ନାମ କର୍ନେଲ୍ସ ଆଥଲେଟିକ୍‌ ହଲ୍‌ ଅଫ୍‌ ଫେମ୍‌ ଏବଂ ୧୯୯୯ରେ ୟୁଏସ୍‌ଏ ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡ ହଲ୍‌ରେ ତାଲିକାଭୁକ୍ତ ହୋଇଥିଲା। ମୁର୍‌ ତାଙ୍କ ଦୁଇଟି ଅଲିମ୍ପିକ ପଦକ ମର୍‌ସର୍ସବର୍ଗ ଏକାଡେମୀକୁ ଦାନ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡରେ ତ୍ରିରଙ୍ଗା ଉଡାଇଲେ ବିରାଟସେନା

ଲଣ୍ଡନ,୧୫।୮: ଆଜି ସମଗ୍ର ଭାରତ ଏହାର ୭୫ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଲଣ୍ଡନରେ...

ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନକୁ ଶେଫାଳୀ ଉଠିଲେ

ଦୁବାଇ,୧୦।୩(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟିଂ ସେନସେଶନ ଶେଫାଳୀ ବର୍ମା ଗୋଟିଏ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ...

ଅଷ୍ଟ୍ରେଲିଆନ ଓପନ୍‌ ଟେନିସ୍‌: କ୍ୱାର୍ଟରରେ ସେରେନା, ହାଲେପ, ଓସାକା

ମେଲବୋର୍ନ,୧୫।୨: ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟ ରବିବାର ସପ୍ତମ ଦିବସରେ ପ୍ରବେଶ କରିଛି। ବର୍ଷର ଏହି ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ...

ଦୁବାଇରେ ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ୍‌

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଯୋଗୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଦୁର୍ନୀତି ନିବାରଣ ୟୁନିଟ୍‌ (ଏସିୟୁ) ସଂଯୁକ୍ତ ଆରବ ଏମିରେଟ୍ସ...

ଡେବ୍ୟୁ ମ୍ୟାଚ୍‌ ପୂର୍ବରୁ ପାଖରେ ଏହି ଜିନିଷ ସବୁ ରଖିଥିଲେ କ୍ରୁନାଲ ପାଣ୍ଡ୍ୟା

ପୁଣେ,୨୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା। ଏହି ମ୍ୟାଚ୍‌ରେ ସେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ...

ପ୍ରଥମ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୭୬

ସେଞ୍ଚୁରିଆନ,୨୯।୧୨(ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ପ୍ରଥମ ଇନିଂସରେ ୧୦୩ ରନର...

କୋହଲିଙ୍କ ଏହି ରେକର୍ଡ ଭାଙ୍ଗି ରୋହିତ ହେଲେ ‘ନମ୍ବର-୧’

ସେଣ୍ଟ କିଟ୍ସ,୩।୮: ଟିମ୍‌ ଇଣ୍ଡିଆ କ୍ୟାପ୍‌ଟେନ୍‌ ରୋହିତ ଶର୍ମା ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ବଡ ଉପଲବ୍ଧି ହାସଲ କରିଛନ୍ତି। ଏପରି କରି...

ଆଇପିଏଲରେ ବଡ଼ ସଫଳତା ହାସଲ କଲେ ଧାଓ୍ବନ

ମୁମ୍ବାଇ,୨୩।୫: ଆଇପିଏଲ ୨୦୨୨ରୁ ପଞ୍ଜାବ କିଙ୍ଗ୍ସର ଦଳ ଯଦିଓ ପ୍ଲେ ଅଫ୍‌କୁ ଯାଇପାରିନାହିଁ, କିନ୍ତୁ ଦଳର ଓପନର୍‌ ଶିଖର ଧାୱନ ଇତିହାସ ସୃଷ୍ଟି କରିଛନ୍ତି। ସେ...

Advertisement
Archives

Model This Week