ନନ୍ଦନକାନନରେ ବାଘଛୁଆ ‘ବିବେକ’ର ମୃତ୍ୟୁ

ବାରଙ୍ଗ,୧୩।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୪ ମାସର ବାଘଛୁଆ ‘ବିବେକ’ର ମଙ୍ଗଳବାର ଅପରାହ୍ନରେ ମୃତ୍ୟୁ ଘଟିଛି। ଗତ ୫ ଦିନ ହେବ ସେ ଅସୁସ୍ଥ ଥିଲା ବେଳେ ଠିକ୍‌ ଭାବରେ ଚଲାବୁଲା କରିପାରୁ ନ ଥିଲା । ତେଣୁ ତାକୁ ଖୁଆ ପଛପଟ ଫିଡିଂ ଚ୍ୟାମ୍ବରରେ ରଖାଯାଇଥିଲା । ଓୟୁଏଟିର ପ୍ରଫେସରଙ୍କ ପରାମର୍ଶ କ୍ରମେ ପ୍ରାଣୀ ଉଦ୍ୟାନର ଡାକ୍ତର ବିବେକର ଚିକିତ୍ସା କରୁଥିଲେ । ୨ ଦିନ ହେବ ସେ ଚାଲିବା ବେଳେ ଆଉ ଛୋଟାଉ ନ ଥିଲା। ମାତ୍ର ମଙ୍ଗଳବାର ସକାଳୁ ଆଉ ଉଠି ଚଲାବୁଲା କରିପାରି ନ ଥିଲା । ତାକୁ ଟ୍ରାଙ୍କୁଲାଇଜ କରି ପଶୁ ଚିକିତ୍ସାଳୟକୁ ନେଇ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।
ଗୋଡ଼ ଏକ୍ସରେ କରାଯିବା ପରେ ବାମପଛ ଗୋଡ଼ ନଳିହାଡ଼ ଭାଙ୍ଗିଥିବା ଜଣାପଡ଼ଥିଲା । ମାତ୍ର ଅପରାହ୍ନରେ ଛୁଆଟି ଅଧିକ ଅସୁସ୍ଥ ହୋଇପଡ଼ିଥିଲା । ଏହାର କିଛି ସମୟ ପରେ ତାର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri