ରାଜ୍ୟରେ ୩ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ନେଲା ଆଉ ୯ ମୁଣ୍ଡ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ନୂଆ ୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ରାୟଗଡ଼ାରୁ ୨, ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri