Posted inଜାତୀୟ

୪୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଜୟପୁର,୨୫ା୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନକୁ ବଢ଼ିବାରେ ଲାଗିଛି। ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ରେ ପହଞ୍ଚିଛି।। ଶନିବାର ରାଜସ୍ଥାନରେ ୨୧ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୟପୁରରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଆଜମେରରୁ ୬, ଉଦୟପୁରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ବିଦେଶରୁ ଫେରିଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜସ୍ଥାନରେ ମୋଟ୍‌ ୪୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସବୁଠାରୁ ଅଧିକ ୨୮ ଆକ୍ରାନ୍ତ ଜୟପୁରରୁ ହିଁ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ...

ଆକ୍ରମଣ ପରେ ପ୍ରଥମ ଥର ପଶ୍ଚିମବଙ୍ଗ ଯିବେ ନଡ୍ଡା

ନୂଆଦିଲ୍ଲୀ,୨।୧: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଆକ୍ରମଣ ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗ ଗସ୍ତ କରିବେ। ଆସନ୍ତା ୯ତାରିଖରେ ବୀରଭୂମ ଜିଲାରେ ହେବାକୁ...

ଚଳନ୍ତା ଟ୍ରେନରେ ବିଗିଡିଲା ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା: ୨ ମୃତ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶର ଆଗ୍ରାଠାରେ ଟ୍ରେନରେ ଯାତ୍ରା କରୁଥିବା କିଛି ଯାତ୍ରୀଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଥିଲା। ଏଥିରେ ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ମିଳିଥିବା...

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ...

ଜନ୍‌ସନ୍‌ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ: ୩୩ ହଜାର ପାଉଡ଼ର ବଜାରରୁ ଫେରାଇ ନେଲା କମ୍ପାନୀ

ନୂଆଦିଲ୍ଲୀ,୧୯।୧୦: ଜନ୍‌ସନ୍‌ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ଏଥିରେ ଆଜବେଷ୍ଟସ୍‌ ରହିଥିବା ଆମେରିକା ଫୁଡ୍‌ ଆଣ୍ଡ୍‌ ଡ୍ରଗ୍ସ୍‌ ଆଡ଼ମିନିଷ୍ଟ୍ରେଶନ୍‌ ଯାଞ୍ଚ୍‌ ରିପୋର୍ଟରେ ଦର୍ଶାଯାଇଛି।...

ଡାକ୍ତରଙ୍କୁ ଠିକ୍‌ ସମୟରେ ଦରମା ଦିଅ

ନୂଆଦିଲ୍ଲୀ, ୧।୮(ପି.ଟି.): କରୋନା ରୋଗୀଙ୍କ ଚିକିତ୍ସାରେ ନିୟୋଜିତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ଠିକ୍‌ ସମୟରେ ବେତନ ପ୍ରଦାନ କରିବା ନିର୍ଦ୍ଦେଶନାମାକୁ ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ...

ୟୁନିଫର୍ମ ସିଭିଲ କୋର୍ଡକୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କଲା ଉଦ୍ଧବ ଠାକରେଙ୍କ ଶିବସେନା

ମୁମ୍ବାଇ,୩୦।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଦଳ ଶିବସେନା(ୟୁବିଟି) ୟୁନିଫର୍ମ ସିଭିଲ କୋର୍ଡ(ୟୁସିସି)ର ସମର୍ଥନ କରିପାରନ୍ତି। ବିଶେଷ ସୂତ୍ରରୁ ଏହି ସୂଚନା ମିଳିଛି। ଔପଚାରିକ...

‘୨୦୨୨ ପୂର୍ବରୁ ଭାକ୍‌ସିନ ପାଇବେନି ସୁସ୍ଥ’

ନୂଆଦିଲ୍ଲୀ,୧୬।୧୦(ଆଇଏଏନ୍‌ଏସ୍‌):ସ୍ବଳ୍ପ ବୟସ୍କ ଓ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭାକ୍‌ସିନ ପାଇବାକୁ ହେଲେ ୨୦୨୨ ମସିହା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)...

Advertisement
Archives

Model This Week