ଅଡିଟ ପରେ ଗଞ୍ଜାମରେ ବଢୁଛି ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଅଡିଟ ପରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଜିଲାରୁ ଆଉ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ଅଡିଟ ପରେ ଘୋଷଣା ହୋଇଛି। ଏହା ଦିନକର ନୁହେଁ, ପୂର୍ବରୁ ହୋଇଥିବା ମୃତ୍ୟୁ ଘୋଷଣା ହେଉଛି । କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାର ୧୩୬ ଜଣଙ୍କ ଜୀବନ ଗଲାଣି ।
ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୩୮୪ ଜଣଙ୍କ ମୃତ୍ୟୁ ହୋଇଛି। ଜିଲାରେ ଆଉ ୧୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଜିଲାରେ ୧୧୮ ଆକ୍ଟିଭ କେସ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ: କ୍ୱାରାଣ୍ଟାଇନରେ ୨୦୮ ପ୍ରବାସୀ

କର୍ଲାମୁଣ୍ଡା୧୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରେ ୨୦୮ ଜଣ ପ୍ରବାସୀ ଓଡିଆଙ୍କୁ ସୁରକ୍ଷିତ ରଖାଯାଇଛି। ଶନିବାର ୩୧ ଜଣ ପ୍ରବାସୀ ତାମିଲନାଡୁରୁ ରିଷିଡା...

ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାସୁଦେବପୁର,୨୫ା୫(ଡି.ଏନ୍‌.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ...

ପାର୍କିଂ ଫି ଆଦାୟ କରିବେ କିନ୍ନର, ଜୁଲାଇରେ ନେବେ ତାଲିମ

ବ୍ରହ୍ମପୁର ଅଫିସ,୨୬।୬- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳରେ କିନ୍ନର ମାନେ ପାର୍କିଂ ଫି ଆଦାୟ କରିବେ। ଏନେଇ ଗୁରୁବାର ବିଏମ୍‌ସି ପକ୍ଷରୁ...

ଲିଙ୍କ୍‌ ପଠାଇ ଆକାଉଣ୍ଟରୁ ଲୁଟ୍‌

ଅନୁଗୋଳ ଅଫିସ, ୧୭।୧ (ଅମିତ କୁମାର ସାମଲ): ସମୟ ସହ ବଦଳୁଛି ସାଇବର ଅପରାଧର ପଦ୍ଧତି। ପୂର୍ବରୁ ଫୋନ କରି କୌଶଳରେ ଏଟିଏମ୍‌ ତଥ୍ୟ ନେଉଥିବା ଅପରାଧୀମାନେ...

କଣିହାଁ ଏନ୍‌ଟିପିସିରେ କୋଇଲା ସଙ୍କଟ : ବନ୍ଦ ହେଲା ୩ ୟୁନିଟ୍‌

ତାଳଚେର,୨୯।୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର କଣିହାଁସ୍ଥିତ ୩ ହଜାର ମେଗାୱାଟ୍‌ ବିଶିଷ୍ଟ ମହାରତ୍ନ କମ୍ପାନୀ ଏନ୍‌ଟିପିସି ବିଦ୍ୟୁତ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଏବେ...

କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

  ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ...

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍‌ ଚକା ତଳେ ଆସି ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର କୃଷି କାର୍ଯ୍ୟାଳୟ ନିକଟରେ ଗୁରୁବାର ସକାଳେ ଏକ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ...

ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ ଅନୁକୂଳ, ଉତ୍ସବମୁଖର ରଥଖଳା

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ମଙ୍ଗଳବାର ପରମ୍ପରା ମୁତାବକ ରଥ ନିର୍ମାଣ ଶୁଭ ଅନୁକୂଳ କରାଯାଇଛି। ଏହାକୁ ନେଇ ବଡ଼ଦାଣ୍ଡରେ ଥିବା ରଥଖଳା...

Advertisement
Archives

Model This Week