ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ ପୁରୁଷ ବୋଲି ଜିଲାପାଳ ପୋମା ଟୁଡୁ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri