ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ ପୁରୁଷ ବୋଲି ଜିଲାପାଳ ପୋମା ଟୁଡୁ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳକଷ୍ଟରେ ଜଗନ୍ନାଥପ୍ରସାଦବାସୀ

ଖଣ୍ଡପଡ଼ା,୧୪ା୫(ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ଜଗନ୍ନାଥପ୍ରସାଦର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଆବଶ୍ୟକ ପାନୀୟ ଜଳ ନ ପାଇ ଗ୍ରୀଷ୍ମ ପ୍ରବାହ ସମୟରେ...

ଅମୃତ ସରୋବର ଯୋଜନା ସ୍ବପ୍ନ

ଓଡ଼ଗାଁ,୧୨ା୫(ଆଦର୍ଶ କୁମାର ପଟ୍ଟନାୟକ)ସମ୍ପ୍ରତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଞ୍ଚଳରେ ପାରଦ ୪୨ ଡିଗ୍ରୀ ଉପରେ ରହୁଛି। ଲୋକେ...

ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା

ନୟାଗଡ଼,୧୨।୫(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା ଦେଖାଇ ନୟାଗଡ଼ ଜିଲା ପ୍ରଶାସନ ସନ୍ଦେହ ଘେରକୁ ଆସିଛି । କେତେଜଣ ସରକାରୀ ଅଧିକାରୀ ଓ...

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲ କଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri