ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି। ଏହି ୩୮ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ କଟକ ଓ ବରଗଡ଼ରୁ ୫ ଲେଖାଏ ଅଛନ୍ତି। ମୟୂରଭଞ୍ଜ ଓ ପୁରୀ ଜିଲାରୁ ୪ ଲେଖାଏଙ୍କ ପ୍ରାଣ ଯାଇଛି। ସେହିପରି ସମ୍ବଲପୁରରୁ ୩ ଜଣ ପ୍ରାଣ ହରାଇଛନ୍ତି। ଏହାବାଦ ଜଗତସିଂହପୁର, ଝାରସୁଗୁଡ଼ାରୁ ୨ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼ରୁ ଜଣେ ଲେଖାଏ କରୋନାରେ ଆଖି ବୁଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଡିସିପିଙ୍କୁ ରାଜ୍ୟ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ରାଜ୍ୟ ମହିଳା କମିଶନ ନିଜଆଡୁ ହସ୍ତକ୍ଷେପ କରିଛନ୍ତି। ମାମଲାର ଗୁରୁତ୍ୱକୁ ଦେଖି କମିଶନ ଅଧ୍ୟକ୍ଷା ମିନତି...

ଶେଷ ପାଉଣା ବାବଦରେ ପାଇଥିଲେ ୩୦ ହଜାର ଟଙ୍କା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଶେଷ ପାଉଣା ଥିଲା ୩୦ ହଜାର ଟଙ୍କା। କଟକର ଏଲ୍‌ଟି ପ୍ରଡକ୍ସନ ତରଫରୁ ଏକ ଫିଲ୍ମ ବାବଦକୁ ଅଭିନେତା ରାଇମୋହନ ପରିଡ଼ାଙ୍କୁ ମିଳିଥିଲା ଏହି...

ଖୋଲିଲା ସ୍କୁଲ, ସାଙ୍ଗସାଥୀଙ୍କ ସହ ମଜା କରୁଛନ୍ତି ପିଲା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ସୋମବାର ଖୋଲିଛି ପ୍ରଥମରୁ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ପରିସରରେ ପହଞ୍ଚି ବେଶ୍‌ ଖୁସି ହୋଇଥିବା ଦେଖିବାକୁ ମିଳିଛି।...

ଭୁବନେଶ୍ୱରରେ ଲାଗିବ ଆଉ ୧ହଜାର ଲାଇଟ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଭୁବନେଶ୍ୱରରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ବିଏମ୍‌ସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଛି। ସହରକୁ ଆଲୋକୀକରଣ କରିବା ପାଇଁ ମୋଟ ୭୬ହଜାର ୨୬୭ଟି...

ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ...

ଓମିକ୍ରନ୍‌ର ବିଏ.୪-ବିଏ.୫ ଭାରିଆଣ୍ଟ୍‌ ଚିହ୍ନଟ…

ଜୋହାନ୍ସବର୍ଗ, ୧୨।୪ : କରୋନା ମହାମାରୀ ଭୂତାଣୁ ଓମିକ୍ରନ୍‌ ଭାରିଆଣ୍ଟ୍‌ର ଦୁଇ ଉପବଂଶ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଦକ୍ଷିଣ ଆଫ୍ରିକାର ବୈଜ୍ଞାନିକମାନେ ଏହି ଦୁଇ ଭାରିଆଣ୍ଟ୍‌କୁ...

ପ୍ରଧାନଶିକ୍ଷକ ନିଯୁକ୍ତି ଦାବିରେ ତାଲା

ବାଙ୍ଗିରିପୋଷି,୪ ।୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଛାତ୍ରୀଛାତ୍ର ଓ ଗ୍ରାମବାସୀ...

ବୀମା ଯୋଜନା ଅର୍ଥ ପୈଠ କରୁନାହାନ୍ତି ସରକାର: ସେବା ନ ଯୋଗାଇବାକୁ ଘରୋଇ ହସ୍ପିଟାଲ ସଂଘର ଚେତାବନୀ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ କୃଷକ କଲ୍ୟାଣ ଯୋଜନା (ବିକେକେୱାଇ) ଏବଂ ଓଡ଼ିଶା ଷ୍ଟେଟ୍‌ ଟ୍ରିଟ୍‌ମେଣ୍ଟ୍‌ ଫଣ୍ଡ୍‌ ଆଦି ଯୋଜନା ଦ୍ୱାରା...

Advertisement
Archives

Model This Week