ଘର ପଟ୍ଟା ଦାବିରେ ପୌର ଭୋଟ ବର୍ଜନ ନିଷ୍ପତ୍ତି

ରମ୍ଭା,୨୭।୨: ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦର ତିନି ନମ୍ବର ୱାର୍ଡର ବ୍ରଜମୋହନପୁର ସାହିବାସୀଙ୍କ ପକ୍ଷରୁ ଆଗାମୀ ପୌର ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନିଆଯାଇଛି। ବ୍ରଜମୋହନପୁର ସାହି ବାସିନ୍ଦାମାନେ ପ୍ରାୟ ଷାଠିଏ ବର୍ଷରୁ ଊର୍ଦ୍ଧ୍ୱ ହେଲା ଘର କରି ରହି ଏନ୍‌ଏସି ଟିକସ ପୈଠ କରୁଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଜମି ପଟ୍ଟା ମିଳିନାହିଁ। ଏନେଇ ଗ୍ରାମବାସୀ ଗଞ୍ଜାମ ଜିଲାପାଳ, ଉପଜିଲାପାଳ, ଖଲ୍ଲିକୋଟ ତହସିଲଦାରଙ୍କୁ ଅବଗତ କରିଥିଲେ ମଧ୍ୟ କିଛି କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ଆଗାମୀ ଏନ୍‌ଏସି ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି। ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦ ୩ ନମ୍ବର ୱାର୍ଡ ଅନ୍ତର୍ଗତ ବ୍ରଜମୋହନପୁର ଗ୍ରାମରେ ଅଢ଼େଇ ଶହ ପରିବାର ବାସ କରୁଥିବା ବେଳେ ୧୧୨୭ ଜଣ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୧୫ ପରିବାରର ପଟ୍ଟା ନ ଥିବା ହେତୁ ଅସନ୍ତୋଷ ପରିସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri