ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ଏହା ସାମୟିକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପିଲାମାନଙ୍କ ସ୍ବାର୍ଥକୁ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଥିଲେ ଜାନୁୟାରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବ।  ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ତେବେ ୩ରେ ସ୍କୁଲ ଖୋଲିବାକୁ ହୋଇଥିବା ନିଷ୍ପତ୍ତି ସାମୟିକ ଭାବେ ସ୍ଥଗିତ ରହିଥିବା ଆଜି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।  ପୂର୍ବପରି ଷଷ୍ଠ ଏବଂ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri