ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ଏହା ସାମୟିକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପିଲାମାନଙ୍କ ସ୍ବାର୍ଥକୁ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଥିଲେ ଜାନୁୟାରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବ।  ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ତେବେ ୩ରେ ସ୍କୁଲ ଖୋଲିବାକୁ ହୋଇଥିବା ନିଷ୍ପତ୍ତି ସାମୟିକ ଭାବେ ସ୍ଥଗିତ ରହିଥିବା ଆଜି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।  ପୂର୍ବପରି ଷଷ୍ଠ ଏବଂ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୩୧ରୁ କମିବ ଶୀତ: ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ସମ୍ଭାବ୍ୟ ବାତ୍ୟା ଅପସରି ଯିବା ପରେ ଗତ କିଛିଦିନ ହେବ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ୧୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୪।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୦ରେ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ନିର୍ବାଚନ ପାଇଁ ଆଲୋଚନା ହେବାର ସୂଚନା...

ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍‌ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ

ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ...

ଜଗମୋହନ ମରାମତି ମାମଲା: ଆମିକସ୍‌ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ

କଟକ ଅଫିସ,୨୩।୭: ବାତ୍ୟା ଫନୀରେ ଶ୍ରୀମନ୍ଦିରରେ ହୋଇଥିବା ବିଭିନ୍ନ କ୍ଷୟକ୍ଷତିକୁ ନେଇ ସୋମବାର ଆମିକସ୍‌ କ୍ୟୁରୀ ଏନ୍‌. କେ. ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଏକ ବିସ୍ତୃତ...

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏପରିକି ଏହା ବାତ୍ୟାରେ...

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ...

ଡିଭାଇଡରରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ...

୪ ସାଙ୍ଗଙ୍କଠାରୁ ମିଳିବ ତଥ୍ୟ

ଭୁବନେଶ୍ୱର,(ବ୍ୟୁରୋ)୨୬ା୮:ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍‌ଫୋସିଟି ଗ୍ରୀନ୍‌ ଆପାର୍ଟମେଣ୍ଟରେ ରହୁଥିବା ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ଆତ୍ମହତ୍ୟା ଘଟଣାକୁ ୮ ଦିନ ବିତିଛି।...

Advertisement
Archives

Model This Week