‘ସ୍ଥିତି ଦେଖି ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନିଆଯିବ’

ଭୁବନେଶ୍ବର,୩।୨(ବ୍ୟୁରୋ) କରୋନା ସ୍ଥିତି ନେଇ ଜନ ସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓମିସିୟୋର କିଟ୍‌ରେ ହାରାହାରି ୩୧୬୬୬ ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୧୭୨୯ ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ୫୭୬ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଡେଲ୍‌ଟାର ଉପସ୍ଥିତି ରହିଛି। ସେହି କାରଣରୁ ମୃତ୍ୟୁ ହେଉଛି। ସ୍କୁଲ୍‌ ଖୋଲିବା ନେଇ ସରକାର ତର୍ଜମା କରୁଛନ୍ତି, ସ୍ଥିତି ଦେଖି ନିଷ୍ପତ୍ତି ନେବେ ବୋଲି ଜନ ସାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା

ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ...

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ଭଦ୍ରକ ଅଫିସ,୬।୨: ପିଲାଚୋର ସନ୍ଦେହରେ ସ୍ଥାନୀୟ ଲୋକେ ଜଣେ ଯୁବକଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଭଦ୍ରକ ଛପୋଲିଆ ନିକଟରେ ଶନିବାର ଏଭଳି...

ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଗି ୧୩୯ କୋଟି ଟଙ୍କା ବ୍ୟୟବରାଦ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଅପରାହ୍ନରେ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା...

ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ...

୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍‌ସିସି ପତାକା

ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି)ର କ୍ୟାଡେଟ୍‌ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ...

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ...

ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ଟୁରିଜମ୍‌ ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଜଣେ ପରିଚିତ ଚେହେରା ହୋଇପାରନ୍ତି ଟୁରିଜମ୍‌ ବ୍ରାଣ୍ଡ୍‌ ଆମ୍ବାସାଡର। ବିଶେଷ ସୂତ୍ରରୁ...

Advertisement
Archives

Model This Week