ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର

ବାଲେଶ୍ୱର ,୬।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନହରପାଟଣା ଛକ ନିକଟ ରାସ୍ତା ପାର୍ଶ୍ଵରେ ଗୁରୁବାର ଏକ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ଖବର ପାଇ ରେମୁଣା ଫାଣ୍ଡି ଅଧିକାରୀ ଜିତେନ୍ଦ୍ର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସ୍ଥାନୀୟ ଲୋକେ ମୃତ ବ୍ୟକ୍ତି ଜଣେ ମାନସିକ ବିକାରଗସ୍ତ ବୋଲି ପୋଲିସକୁ କହିଛନ୍ତି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହକୁ ପଞ୍ଚାନାମା କରାଯାଇଛି । ଅଧିକ ତଦନ୍ତ କରିବା ସହ ମୃତଦେହକୁ ବ୍ୟବଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଏନେଇ ଶିଳ୍ପାଞ୍ଚଳ ଥାନାରେ ଏକ ଅପମୃତ୍ୟ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧାରୀଭୂଇଁରେ ଚାରିଜଣଙ୍କ ଘର ଭାଙ୍ଗିଲେ ହାତୀପଲ

ରାଇକିଆ,୩୦।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜର ଇନ୍ଦ୍ରଗଡ ସେକ୍ସନରେ ହାତୀପଲଙ୍କ ଆକ୍ରମଣରେ ଚାରିଜଣଙ୍କ ଘରନଷ୍ଟ ହୋଇଛି । ମୂଜାଗଡ ରେଞ୍ଜରୁ କରଡ଼ା ରେଞ୍ଜରେ୨୬ ଗୋଟି...

କବିସୂର୍ଯ୍ୟ ବିଦ୍ୟାପୀଠରେ କବିସୂର୍ଯ୍ୟ ବଳଦେବ ରଥଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟସ୍ମୃତି ପରିଷଦ ପକ୍ଷରୁ ବୁଧବାର ପଣ୍ଡିତ କବିସୂର୍ଯ୍ୟ ବଳଦେବ ରଥଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ପବିତ୍ର...

ସର୍ଭିସ ରୋଡ ଉପରେ ରଖାଯାଇଛି ପିଚୁ ପକା ମେସିନ :ଯାତାୟାତରେ ବାଧା

ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି। ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ...

India and Pakistan war: ପାକିସ୍ତାନ ପରମାଣୁ ଆଟାକ୍‌ କଲେ, ଓଡ଼ିଶା ଉପରେ ପଡିବ କି ବିପଦ? ବଡ଼ ଆକଳନ…

ନୂଆଦିଲ୍ଲୀ,୩୦।୪:ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧର ଆଶଙ୍କା ମଧ୍ୟରେ ଏକ ସାଂଘାତିକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ କୁହାଯାଇଛି ଯେ ଯଦି ଭାରତ ପାକିସ୍ତାନ ଉପରେ...

ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି

କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା,...

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri