Categories: ଫୁରସତ

ପବନରେ ଏମିତି ଉଡ଼ୁଛି ହରିଣ, ଭିଡିଓ ଭାଇରାଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହରିଣକୁ ଉଡ଼ୁଥିବା ଦେଖିବାକୁ ମିଳିଛି। ହରିଣଟି ଅନ୍ୟ ହରିଣମାନଙ୍କ ଉପରେ ଉଡୁଛି। ଏହା ହୁଏତ ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ। ପୂର୍ବରୁ ମଧ୍ୟ ହରିଣ ନାଚୁଥିବା ଏକ ଭିଡିଓ ଭାଇରାଲ ହୋଇଥିଲା। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଯଦି ଖୁସିର ଡେଣା ଥାଏ, ଭିଡିଓଟି ଭାଇରାଲ ହେବାରେ ଲାଗିଛି।

Share