Posted inଜାତୀୟ

ଚାଇନା, ପାକିସ୍ତାନକୁ କଡ଼ା ଚେତାବନୀ ଦେଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୬।୧୦: ପୂର୍ବ ଲଦାଖ ଅଞ୍ଚଳରେ ଚାଇନା ସହ ସୀମା ବିବାଦ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉଭୟ ଚାଇନା ଏବଂ ପାକିସ୍ତାନ ଚେତାବନୀ ଦେଇଛନ୍ତି। ଏହି ଦୁଇ ଦେଶର ନାଁ ନେଇ ପରୋକ୍ଷରେ ଏକ ଭର୍ଚୁଆଲ ଇଭେଣ୍ଟରେ ସେ କହିଛନ୍ତି, ଯଦି କେହି ଭାରତ ଉପରେ ଖରାପ ଆଖି ପକାଇବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କୁ ଉପଯୁକ୍ତ ଜବାବ ଦିଆଯିବ। ଆମର ସାହସୀ ଯବାନମାନେ ସୀମା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଦେଶ ଯେକୌଣସି ପ୍ରକାରର ଆହ୍ବାନର ମୁକାବିଲା କରିବାରେ ସକ୍ଷମ ଅଟେ।
ସେ ଆହୁରି ମଧ୍ୟ କହିଛନ୍ତି ଯେ ଆମ ଦେଶ ଏକ ଶାନ୍ତି ପ୍ରେମୀ ଦେଶ। ଆମେ କୌଣସି ଦେଶକୁ ଆଘାତ କରିବାକୁ ଚେଷ୍ଟା କରିନାହୁଁ, କିନ୍ତୁ ଯଦି କେହି ଦେଶର ଶାନ୍ତି ଏବଂ ସୌହାର୍ଦ୍ଦ୍ୟକୁ ବିପର୍ଯ୍ୟସ୍ତ କରିବାକୁ କିମ୍ବା ବିପଦରେ ପକାଇବାକୁ ଚେଷ୍ଟା କରନ୍ତି, ତେବେ ଏହାକୁ ଉପଯୁକ୍ତ ଉତ୍ତର ଦିଆଯିବ। ଏହି ସମୟରେ ସେ ସଶସ୍ତ୍ର ବାହିନୀକୁ ମଜବୁତ କରିବା ଦିଗରେ ସରକାରଙ୍କ ପ୍ରତିବଦ୍ଧତାକୁ ମଧ୍ୟ ପ୍ରକାଶ କରିଥିଲେ। ସଶସ୍ତ୍ର ବାହିନୀକୁ ସ୍ବଦେଶୀ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ସଜାଇ ସୁରକ୍ଷା ଉପକରଣକୁ ମଜଭୁତ କରିବା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?